Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟର ସମସ୍ତ ସହରାଞ୍ଚଳରେ ଶନିବାର ଓ ରବିବାର ସଟ୍‌ଡାଉନ୍‌
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫୦୩ କରୋନା ଆକ୍ରାନ୍ତ
  • ||
  • ଭଦ୍ରକ : ଚାକିରୀରୁ ବିଦା ହେଲେ ରସିକିଆ ଶିକ୍ଷକ, ହ୍ବାଟସଆପ୍ ଗ୍ରୁପରେ ପଠାଇଥିଲେ ନିଜ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ
  • ||
  • ଆନନ୍ଦପୁର : ବାଲି ଗାଡି ମାଲିକଙ୍କୁ ହାବିଲଦାର ମାଗୁଥିଲେ ଚାନ୍ଦା, ଆଜି ଶୁଣିଲା ପରେ ଏସପି କଲେ ସସପେଣ୍ଡ
  • ||
  • ସମ୍ବଲପୁର : ବିଗୁଡୁଛି କରୋନା ସ୍ଥିତି : ଭୀମସାର କୋଭିଡ୍ ହସ୍ପିଟାଲର ବଢିବ ଶଯ୍ୟା, ଚାଲିଛି ଦ୍ବିତୀୟ ହସ୍ପିଟାଲ କାମ
  • ||
  • ଜଳେଶ୍ବର : ବସ୍ତା ଷ୍ଟେସନରେ ଏକ୍ସପ୍ରେସ୍ ଟ୍ରେନ୍ ରହଣି ଦାବି, ରେଳରୋକ କଲେ ସ୍ଥାନୀୟ ବାସିନ୍ଦା
  • ||
  • ମହାକାଳପଡା : କେନ୍ଦ୍ରାପଡାରେ ତାଣ୍ଡବ ରଚିଲା କାଳବୈଶାଖୀ, ବଜ୍ରପାତରେ ଚାଲିଗଲା ଜଣଙ୍କ ଜୀବନ
  • ||
  • ଖଲ୍ଲିକୋଟ : ବରଗଛ ମୂଳରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର
  • ||
  • ନବରଙ୍ଗପୁର : ୧୦ଦିନ ପରେ ହୋଇଥାନ୍ତା ବାହାଘର, ଗଛରେ ଓଢଣୀ ବାନ୍ଧି ପ୍ରେମିକ ସହ ଝୁଲିପଡିଲେ ଯୁବତୀ
  • ||
  • ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ୍‌ଙ୍କ ଭାରତ ଗସ୍ତ ବାତିଲ
  • ||

ମୋବାଇଲରେ କଥା ହୋଇ ଚଲାଉଥିଲେ ଗାଡି, କଟିଲା ୬ ହଜାର ଟଙ୍କାର ଚାଲାଣ

3/03/2021 at 2:54 PM

ଭଦ୍ରକ ୩।୩: ବାଇକ୍ ଚଲାଇବା ବେଳେ ମୋବାଇଲରେ କଥା ହେବା ମହଙ୍ଗା ପଡିଲା । ବାଇକ୍ ଚାଳକଙ୍କୁ ଫାଇନ୍ ଲାଗିଲା ୬ ହଜାର ।

ସୂଚନାଯୋଗ୍ୟ ଯେ, ଭଦ୍ରକ ଟାଉନ ପୋଲିସ ଏହି କାର୍ଯ୍ୟାନୁଷ୍ଠାନ ନେଇଛି । ଭଦ୍ରକ ସହରର ବନ୍ତ ଛକ ନିକଟରେ ଟାଉନ ପୋଲିସ ଚେକିଂ କରୁଥିବା ବେଳେ କଳାହାଣ୍ଡିଆ ଗ୍ରାମର ଚନ୍ଦ୍ରକାନ୍ତ ମଲ୍ଲିକ ନାମକ ଯୁବକ ବାଇକ୍ ଚଳାଉଥିବା ବେଳେ ମୋବାଇଲରେ କଥା ହେଉଥିଲେ । ପୋଲିସ ଯୁବକଙ୍କୁ ଅଟକାଇଥିଲା । ତେବେ ନିୟମ ଉଲଂଘନ ପାଇଁ ୧୮୪ ସିରେ ଗାଡି ଚଲାଇବା ବେଳେ ମୋବାଇଲରେ କଥା ହେଉଥିବା ଯୋଗୁଁ ୫ ହଜାର ଓ ୧୯୪ ଡି ରେ ବିନା ହେଲମେଟରେ ଗାଡି ଚାଳନା ପାଇଁ ୧ ହଜାର ଟଙ୍କାର ଫାଇନ କଟାଯାଇଛି । ଏ ନେଇ ଟାଉନ ଥାନା ଅଧିକାରୀ ଚନ୍ଦନ ଘଡେଇ ସୂଚନା ଦେଇଛନ୍ତି ।

   Related Posts