Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରୋଞ୍ଚ ପଦକ ସହ ସ୍ଵଦେଶ ଫେରିଲେ ପିଭି ସିନ୍ଧୁ, ଦିଲ୍ଲୀ ଏୟାରପୋର୍ଟରେ ହେଲା ଭବ୍ୟ ସ୍ଵାଗତ
  • ||
  • ପାକିସ୍ତାନ ଉପରେ ଲାଗିଲା ଲଗାମ ! ମାର୍ଚ୍ଚରେ ଘଟିନାହିଁ ଗୋଟିଏ ବି ଅସ୍ତ୍ରବିରତି ଉଲ୍ଲଂଘନ ଘଟଣା, ଜୁନରେ କେବଳ ଦୁଇ
  • ||
  • ବୁଧବାରଠୁ ଭାରତ-ଇଂଲଣ୍ଡ ଟେଷ୍ଟ୍ ସିରିଜ୍ : ଟିମ୍ ଇଣ୍ଡିଆର ଜୋରଦାର ଅଭ୍ୟାସ, ଓପନିଂ ଯୋଡିକୁ ନେଇ ଚିନ୍ତାରେ ବିରାଟ
  • ||
  • କଟକ : କାଲିଠୁ ଖୋଲିବ କଟକ ଜିଲ୍ଲାରେ ସମସ୍ତ ଧର୍ମାନୁଷ୍ଠାନ, ଜିଲ୍ଲାପାଳ ଦେଲେ ସୂଚନା
  • ||
  • ପାଟଣା : ପାଟଣାରେ କଳା ପଲସର୍ ଆତଙ୍କ, ବାଇକ୍ ଡିକି ଭାଙ୍ଗି ଲୁଟିନେଲେ ୪ଲକ୍ଷ ଟଙ୍କା
  • ||
  • ଭୁବନେଶ୍ବର : ନିଜ ବନ୍ଧୁକରୁ ନିଜକୁ ଗୁଳିକଲେ ସିକ୍ୟୁରିଟି ଗାର୍ଡ, ପାରିବାରିକ କଳହ ଯୋଗୁଁ ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକକୁ ଧକ୍କା ଦେଲା ଟ୍ରକ୍, ରାସ୍ତାରେ ଛଟଛଟ ହୋଇ ଚାଲିଗଲା ଭଣଜା, ହସ୍ପିଟାଲରେ ଆଖିବୁଜିଲା ମାମୁଁ…
  • ||
  • କଟକ : ତପ୍ତପାଣି ଘାଟିରେ ଦୁର୍ଘଟଣା, ଭାରସାମ୍ୟ ହରାଇ ଓଲଟିଲା ମକା ଓ କପା ବୋଝେଇ ଦୁଇ ଟ୍ରକ୍
  • ||
  • ଭୁବନେଶ୍ବର : ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ ଟପ୍ପର ହେଲେ ଓଡିଆ ଝିଅ ଅମ୍ରିତା
  • ||
  • ଆଠଗଡ : ଟିକା ନପାଇ ଫେରିଲେ ଲୋକେ, ୨ ଦିନ ଧରି ଆଠଗଡ ବ୍ଲକ୍ ଅଞ୍ଚଳରେ ଟିକଦାନ ବନ୍ଦ
  • ||

ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା : ବାଇକ୍ ଆରୋହୀ ମୃତ, ୬ ଯାତ୍ରୀ ଆହତ

26/07/2020 at 3:29 PM

କଳାହାଣ୍ଡି ୨୬।୭: କଳାହାଣ୍ଡି ଜିଲ୍ଲା ନର୍ଲା ଛତିକୁଡା ଛକ ନିକଟରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା ହୋଇଛି । ଘଟଣାସ୍ଥଳରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକ ଗୋହୀରାପଦରର ଶଶୀ ସାହୁ ବୋଲି ଜମାପଡିଛି ।

ସେପଟେ ଦୁର୍ଘଟଣା ପରେ ବୋଲେରୋଟି ଭାରସାମ୍ୟ ହରାଇ ଓଲଟି ପଡିବାରୁ ୬ ଯାତ୍ରୀ ଆହତ ହୋଇଥିବା ସୂଚନା ରହିଛି । ଆହତ ସମସ୍ତେ ଭବାନୀପାଟଣା ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ସମସ୍ତ ଆହତଙ୍କ ଅବସ୍ଥା ସ୍ଥିର ରହିଛି ।

   Related Posts