Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ମର୍ମନ୍ତୁଦ ସଡକ ଦୁର୍ଘଟଣା : ବାଇକ୍ ଆରୋହୀଙ୍କ ମୁଣ୍ଡ ଉପରେ ଚଢିଗଲା ଟ୍ରକ୍

29/10/2020 at 12:43 PM

ଜଗତପୁର ୨୯।୧୦: କଟକ ଜଗତପୁର ସ୍ଥିତ ଖଇରା ପୋଲ ଉପରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବାଇକ୍ ଚାଳକଙ୍କ ଉପରେ ଚଢିଗଲା ଟ୍ରକ୍ । ଘଟଣାସ୍ଥଳରେ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିଛି ।

ସୂଚନାଯୋଗ୍ୟ ଯେ, ସାଲେପୁର ପଟୁ କଟକ ଅଭିମୁଖେ ଆସୁଥିବା ଏକ ୧୦ ଚକିଆ ଟ୍ରକ୍ ବାଇକ ଚାଳକଙ୍କୁ ପଛପଟୁ ଧକ୍କା ଦେଇଥିଲା । ଫଳରେ ବାଇକ୍ ଚାଳକ ତଳେ ପଡିଯାଇଥିଲେ । ଟ୍ରକର ପଛ ଚକା ତାଙ୍କ ମୁଣ୍ଡ ଉପରେ ଚଢିଯାଇଥିଲା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ବାଇକ୍ ଚାଳକଙ୍କୁ ଉଦ୍ଧାର କରି କଟକ ବଡ ମେଡିକାଲରେ ଭର୍ତ୍ତି କରିଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

ପୋଲିସ ଦୁର୍ଘଟଣାଗ୍ରସ୍ତ ବାଇକ୍ ଓ ଟ୍ରକଟିକୁ ଜବତ କରିଛି । ମୃତକ ହେଲେ ଜଗତପୁର ଥାନା ଭୟରପୁର ଗ୍ରାମର ରଞ୍ଜନ ସାହୁଙ୍କ ବଡ ପୁଅ ବିଜୟ ସାହୁ । ତାଙ୍କ ବୟସ ୨୫ ବର୍ଷ । ସେ ବୃତ୍ତିରେ ଜଣେ ରାଜମିସ୍ତ୍ରୀ । ପୋଲିସ ଦୁର୍ଘଟଣା ଜନିତ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି । ଘଟଣାସ୍ଥଳରୁ ଟ୍ରକ୍

   Related Posts