Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶଙ୍ଖ ନଦୀରେ ବୁଡ଼ି ଜଣେ ଯୁବକ ନିଖୋଜ, ୪ ଜଣ ହସ୍ପିଟାଲରେ ଭର୍ତ୍ତି
  • ||
  • ତାଳପଦର ବିଜୁ ସେତୁ ଭୁଶୁଡିବା ଘଟଣା: ଗ୍ରାମ୍ୟ ଉନ୍ନୟନ ବିଭାଗ ଏସ୍‌ଡିଓ ଅସିତ ପାତ୍ର ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୩୩୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ କମୁଛି କୋଭିଡ଼ ସଂକ୍ରମଣ, ଗତ ୨୪ଘଣ୍ଟାରେ ୧୫,୧୪୪ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||

କାର୍‌କୁ ଧକ୍କା ଦେଲା ବାଇକ୍, ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ

29/12/2020 at 3:31 PM

ଟାଙ୍ଗୀ ୨୯।୧୨: ୧୬ ନଂ ଜାତୀୟ ରାଜପଥ ଚାନ୍ଦପୁର ଥାନା ଓସକେଇଖୋଲ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । କାର୍ ଓ ବାଇକ୍ ମଧ୍ୟରେ ଧକ୍କା ହୋଇଛି । ଦୁର୍ଘଟଣା ଫଳରେ ବାଇକ୍ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ନିକଟସ୍ଥ ଗ୍ରାମର ସୁଦର୍ଶନ ସାହୁ ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ଔରଙ୍ଗାବାଦରୁ ଗୋଟିଏ ପରିବାର କାର୍ ଯୋଗେ ପୁରୀ ବୁଲିବାକୁ ଯାଉଥିବା ବେଳେ ଓସକେଇଖୋଲ ଛକ ନିକଟରେ ଏକ ବାଇକ୍ ପଛପଟୁ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ହିଁ ବାଇକ୍ ଚାଳକଙ୍କର ମୃତ୍ୟୁ ହୋଇଛି । ଦୁର୍ଘଟଣା ପରେ ଉତ୍ତ୍ୟକ୍ତ ଲୋକମାନେ ରାସ୍ତା ଅବରୋଧ କରିବା ସହ କ୍ଷତିପୂରଣ ଦାବି କରିଛନ୍ତି । ଘଟଣାସ୍ଥଳରେ ଚାନ୍ଦପୁର ପୋଲିସ ପହଞ୍ଚି ଗାଡ଼ିକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରଛି ।

   Related Posts