Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍, ଆରୋହୀ ମୃତ

1/02/2021 at 1:33 PM

ସୋର ୧।୨: ରାସ୍ତା ପାର୍ଶ୍ବରେ ଥିବା ଗଛକୁ ଧକ୍କା ଦେଲା ବାଇକ୍ । ଦୁର୍ଘଟଣା ଫଳରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି ।

ସୂଚନାଯୋଗ୍ୟ ଯେ, ବାଲେଶ୍ବର ଜିଲ୍ଲା ସୋର ପୌରପାଳିକା ତେଲିଆଗଞ୍ଜ ଗ୍ରାମର ରବୀନ୍ଦ୍ର ବାରିକଙ୍କ ପୁଅ ସନ୍ତୋଷ ରବିବାର ବିଳମ୍ବିତ ରାତିରେ ବାଇକ୍ ଯୋଗେ ଅନନ୍ତପୁରରୁ ସୋର ଫେରୁଥିଲେ । ଏହି ସମୟରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ବରେ ଥିବା ଏକ ଗଛକୁ ଧକ୍କା ଦେଇଥିଲେ। ସନ୍ତୋଷକୁ ସ୍ଥାନୀୟ ଲୋକ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ସୋର ଡାକ୍ତରଖାନାକୁ ପଠାଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

   Related Posts