Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

ଟ୍ରାକ୍ଟର ସହ ବାଇକ୍ ଧକ୍କା : ଆରୋହୀ ମୃତ, ୨ ଶ୍ରମିକ ଗୁରୁତର

25/01/2021 at 11:02 AM

ଗଞ୍ଜାମ ୨୫।୧: ଟ୍ରାକ୍ଟର ସହ ବାଇକ୍ ଧକ୍କା । ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଶ୍ରମିକ ଗୁରୁତର ହୋଇଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ବାଲିଛାଇ ଫାଣ୍ଡି ଅନ୍ତର୍ଗତ କନିଆରି ଗାଁ ନିକଟରେ ଟ୍ରାକ୍ଟର ସହ ବାଇକ୍ ଧକ୍କା ହୋଇଛି । ଦୁର୍ଘଟଣା ଫଳରେ ଘଟଣାସ୍ଥଳରେ ବାଇକ୍ ଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଟ୍ରାକ୍ଟରରେ ବସିଥିବା ଦୁଇ ଜଣ ଶ୍ରମିକ ଗୁରୁତର ହୋଇଛନ୍ତି । ମୃତ ବାଇକ୍ ଚାଳକ ବିଜୟ କୁମାର ନାୟକ । ଗୁରୁତର ଦୁଇ ଜଣ ଶ୍ରମିକଙ୍କୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts