Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ନିଖୋଜ ବ୍ୟକ୍ତିଙ୍କ ମୃତଦେହ ବିଲରୁ ଠାବ, ପାଖରେ ପଡିଛି ବିଷ ବୋତଲ

18/09/2020 at 11:24 AM

ଭଦ୍ରକ ୧୮।୦୯: ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ଓଲଙ୍ଗ ଗାଁର ଅଘଟଣ । ଗାଁର ବିଲରେ ପଡିଛି ମୃତଦେହ । ନିକଟରେ ପଡିଛି ବିଷ ବୋତଲ । ମୃତକ ଭଦ୍ରକ ଜିଲ୍ଲା ତିହିଡ଼ି ଥାନା ମଙ୍ଗଳପୁର ପଞ୍ଚାୟତର କେଶବ ମାଇତି ବୋଲି ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଆରମ୍ବ କରିଛି ।

ସୂଚନା ଅନୁଯାୟୀ, ମୃତ ବ୍ୟକ୍ତି କେଶବ ମାଇତି ଓଲଙ୍ଗ ଠାରେ ରହି କାମ କରୁଥିଲେ । ଗତତିନି ଦିନ ହେଲା ସେ ନିଖୋଜ ଥିଲେ । ସ୍ଥାନୀୟଲୋକ ଓ ପରିବାର ଲୋକ ବହୁ ଖୋଜାଖୋଜି କରିଥିଲେ ମଧ୍ୟ କୌଣସି ପତ୍ତା ମିଳିନଥିଲା । ତେବେ ଆଜି ସକାଳ ସମୟରେ କିଛି ଲୋକ ବିଲକୁ କାମ କରିବାକୁ ଯାଉଥିବା ବେଳେ ମୃତଦହେ ପଡିଥିବାର ଦେଖିବାକୁ ମିଳିଥିଲା । ତୁରନ୍ତ ଭଦ୍ରକ ଗ୍ରାମାଞ୍ଚଳ ପୋଲିସକୁ ଖବର ଦେଇଥିଲେ । ପୋଲିସ ଖବର ପାଇଁ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି । ପୋଲିସର ପ୍ରାଥମିକ ତଦନ୍ତ ପରେ ଏହା ହତ୍ୟା କି ଆତ୍ମହତ୍ୟା ବୋଲି ଜଣାପଡିବ ।

   Related Posts