Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରକୁ ଓଡ଼ିଶା ମାଗିଲା ଅଗଷ୍ଟ ବର୍ଷା-ବନ୍ୟାର ସହାୟତା, ଦାବି କଲା ୧୫୬୯.୫୦ କୋଟି ଟଙ୍କା
  • ||
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୩୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରକକୁ ପଛ ପଟୁ ପିଟିଲା ଟ୍ରଲର, ୨ ମୃତ
  • ||
  • ଡ଼କାୟତି ଯୋଜନା ପଣ୍ଡ, ବାଇପାସ କଡ଼ରୁ ୬ ଡକାୟତ ଗିରଫ
  • ||

ବଢ଼ିଲା ବିନୋଦଙ୍କ ଅଡ଼ୁଆ

26/07/2018 at 5:19 PM

ବହୁ ଚର୍ଚ୍ଚିତ ORHDC ଦୁର୍ନୀତି ମାମଲା । ଆଇଏଏସ ବିନୋଦ କୁମାରଙ୍କ ପାଇଁ ବଢ଼ିଲା ଅଡୁଆ । ଅଗଷ୍ଟ ୪ ସୁଦ୍ଧା ଭିଜିଲାନ୍ସ କୋର୍ଟରେ ହାଜର ହେବାକୁ ବିନୋଦ କୁମାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ବିନୋଦ କୁମାରଙ୍କୁ ଅଗଷ୍ଟ ୪ ସୁଦ୍ଧା ଗିରଫ ନକରିବାକୁ ଭିଜିଲାନ୍ସ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ବିନୋଦ କୁମାରଙ୍କୁ ହାଇକୋର୍ଟଙ୍କ ଅନ୍ତରୀଣ ଆଶ୍ବସ୍ତି ନେଇ ଭିଜିଲାନ୍ସ କରିଥିବା ଆବେଦନର ବିଚାର କରି ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି

   Related Posts