Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିସିସିଆଇର ଘୋଷଣା-ଫେବୃଆରୀ ୧୮ରେ ଚେନ୍ନାଇରେ ହେବ ଆଇପିଏଲ ୨୦୨୧ ପାଇଁ ଖେଳାଳିଙ୍କ ନିଲାମୀ
  • ||
  • ଭୁବନେଶ୍ବର : ‘ପରୀକ୍ଷା ଦର୍ପଣ’ ପୁସ୍ତକ ଉନ୍ମୋଚିତ, ମାଟ୍ରିକ୍ ପରୀକ୍ଷାର୍ଥୀ ହେବେ ଉପକୃତ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୮ କୋଭିଡ୍ ପଜିଟିଭ୍‌, ୩୩୪୬୬୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜି.ଉଦୟଗିରି : ବାଇକ୍-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ତିନି ଗୁରୁତର
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଭୁବନେଶ୍ବର ବ୍ଲକ୍ କନିଷ୍ଠ ଯନ୍ତ୍ରୀ ଶୁଭେନ୍ଦୁ କୁମାର ପ୍ରଧାନ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଦିଲ୍ଲୀ ପୋଲିସର ଆକ୍ସନ : ଟ୍ରାକ୍ଟର ରାଲି ବେଳେ ହିଂସା ପରେ ୨୨ଟି ମାମଲା ରୁଜୁ
  • ||
  • ଭୁବନେଶ୍ବର : ଅଟୋକୁ ଧକ୍କା ଦେଲା କାର୍, ୪ ଗୁରୁତର
  • ||
  • ଘଟଗାଁ : ରାତିରେ ଘରକୁ ଫେରିବା ବେଳେ ଭାଲୁ ଆକ୍ରମଣ, ଜଣେ ଗୁରୁତର
  • ||
  • ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ, ପ୍ରତିଦିନ ୫୦ ସେବାୟତଙ୍କ ହେବ ଆର୍‌ଟିପିସିଆର୍
  • ||
  • ଆଜିଠୁ ପୁଣି ଟିକାକରଣ, ଭାକ୍‌ସିନ୍‌ ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ସ୍ବାସ୍ଥ୍ଯକର୍ମୀ
  • ||

୨୯ରେ ଖୋଲିବ ଅଧିଷ୍ଠାତ୍ରୀ ଦେବୀ ମା’ ବିରାଜଙ୍କ ମନ୍ଦିର

25/12/2020 at 2:59 PM

ଯାଜପୁର୨୫/୧୨: ଆସନ୍ତା ୨୯ ତାରିଖରେ ଖୋଲିବ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରାଜଙ୍କ ମନ୍ଦିର। ଏନେଇ ଯାଜପୁର ଜିଲ୍ଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି। ଏଥିସହ ଆସନ୍ତା ଜାନୁଆରୀ ୧,୨ ଏବଂ ୩ ତାରିଖ ମା’ ବିରାଜଙ୍କ ମନ୍ଦିର ବନ୍ଦ ରହିବ। ମନ୍ଦିରରେ କୌଣସି ବିବାହ କାର୍ଯ୍ୟ କରାଯିବ ନାହିଁ। କେବଳ ପିଣ୍ଡାଦାନ କରିପାରିବେ। ସକାଳ ୬ଟାରୁ ସନ୍ଧ୍ୟା ୫ ପର୍ଯ୍ୟନ୍ତ ମନ୍ଦିର ଖୋଲା ରହିବ। ପ୍ରଶାସନ ପକ୍ଷରୁ ଦିଆଯାଇଥିବା ସମୟ ମଧ୍ୟରେ ମା’ଙ୍କୁ ଦର୍ଶନ କରିପାରିବେ। ମୁହଁରେ ମାସ୍କ ସହ ସାମାଜିକତା ଦୂରତା ନିୟମ ମାନି ବିରଜା ମନ୍ଦିରରେ ପ୍ରବେଶ କରିବାକୁ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି।

   Related Posts