Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ଷ୍ଟାଫ୍ ସିଲେକ୍ସନ୍ ଦୁର୍ନୀତି ଅଭିଯୋଗ ମାମଲା : ବିରଞ୍ଚି ନାରାୟଣ ସାହୁଙ୍କ ମିଳିଲା ସର୍ତ୍ତମୂଳକ ଜାମିନ

21/09/2021 at 3:59 PM

କଟକ ୨୧।୯: ଷ୍ଟାଫ୍ ସିଲେକ୍ସନ ଦୁର୍ନୀତି ଅଭିଯୋଗ ମାମଲାରେ ବିରଞ୍ଚି ନାରାୟଣ ସାହୁଙ୍କ ଜାମିନ ମଞ୍ଜୁର ହୋଇଛି । ସର୍ତ୍ତ ମୂଳକ ଜାମିନ ପ୍ରଦାନ କରିଛନ୍ତି ଓଡିଶା ହାଇକୋର୍ଟ । ତଦନ୍ତରେ ବିରଞ୍ଚି ସମସ୍ତ ପ୍ରକାର ସହାୟତା କରିବେ । ତଦନ୍ତକାରୀ ଅଧିକାରୀ ଯେତେବେଳେ ଚାହିଁବେ ତାଙ୍କ ନିକଟରେ ପହଞ୍ଚିବେ। ପ୍ରମାଣ ନଷ୍ଟ କରିବାର ଉଦ୍ୟମ କରିବେନି ବୋଲି ସର୍ତ୍ତ ରଖିଛନ୍ତି ହାଇକୋର୍ଟ ।

ଉଲ୍ଲେଖଯୋଗ୍ୟ ଯେ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବିରଞ୍ଚି ନାରାୟଣଙ୍କୁ ଗିରଫ କରିଛି ଭିଜିଲାନ୍ସ । ଜୁଲାଇ ୩୧ରେ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଥିଲେ ବିରଞ୍ଚି । ଓଡିଶା ଷ୍ଟାଫ୍ ସିଲେକସନ୍ ସଦସ୍ୟଙ୍କ ସଚିବ ଥିଲେ ବିରଞ୍ଚି ନାରାୟଣ ସାହୁ ।

   Related Posts