Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜାନୁଆରୀ ୨୭, ସକାଳେ ଜେଲ୍‌ରୁ ମୁକୁଳିପାରନ୍ତି ଭି.କେ. ଶଶିକଳା
  • ||
  • ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ଖୋଲିଵାକୁ ସରକାରଙ୍କ ନିଷ୍ପତ୍ତି
  • ||
  • କଟକ:କାଲିଠାରୁ ଖୋଲିଵ ନେତାଜୀ ସଂଗ୍ରହାଳୟ
  • ||
  • ରାଇରଙ୍ଗପୁର: ଗୋରୁମହିଷାଣି ପୋଲିସର ସଡକ ସୁରକ୍ଷା ସଚେତନ କାର୍ଯ୍ୟକ୍ରମ, ସାମିଲ ଥିଲେ ସ୍ଥାନୀୟ ଲୋକେ
  • ||
  • ବଲାଙ୍ଗୀର: ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ଗଡିଲା ଶହ ଶହ ପଶୁ-ପକ୍ଷୀଙ୍କ ମୁଣ୍ଡ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ୨ୟ ପର୍ଯ୍ୟାୟ କୋଭିଡ ଟିକା: ସ୍ପାଇସ୍ ଜେଟ୍‌ରେ ଆସିଲା ଟିକା
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||

ଆସନ୍ତା ୭ରୁ ହୀରାକୁଦ ଜଳଭଣ୍ଡାରରେ ହେବ ପକ୍ଷୀ ଗଣନା, ସାମିଲ ହେବେ ୨୧ଟି ଟିମ୍

30/12/2020 at 2:20 PM

ସମ୍ବଲପୁର ୩୦।୧୨: ଆସନ୍ତା ଜାନୁଆରୀ ୭ ତାରିଖରୁ ହେବ ପକ୍ଷୀ ଗଣନା । ହୀରାକୁଦ ଜଳଭଣ୍ଡାରରେ ହେବ ପକ୍ଷୀ ଗଣନା । ୩ଟି ଫରେଷ୍ଟ ଡିଭିଜନ୍ ମିଶି ପକ୍ଷୀ ଗଣନା କରିବେ । ସମ୍ବଲପୁର, ଝାରସୁଗୁଡା ଓ ହୀରାକୁଦ ବନ୍ୟପ୍ରାଣୀ ବିଭାଗ ପକ୍ଷରୁ ପକ୍ଷୀ ଗଣନା ହେବ । ୨୧ଟି ସ୍ଥାନରେ ୨୧ଟି ଟିମ୍ ଏହି ଗଣନାରେ ହେବେ ସାମିଲ । ଏଥିରେ କିଛି ପକ୍ଷୀ ବିଶେଷ ସାମିଲ ହେବା ସହ ଓୟୁଏଟିର ଛାତ୍ରମାନେ ସାମିଲ ହେବେ । ୮୦ରୁ ୧୦୦ଜଣ କର୍ମଚାରୀ ଏହି ପକ୍ଷୀ ଗଣନାରେ ସାମିଲ ହେବେ ।

   Related Posts