Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ଟ୍ରାଭେଲ୍ସ ବିଲ୍ ମାମଲାରେ ପାଠକ ବାପା-ପୁଅଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ
  • ||
  • ଚଣ୍ଡିଖୋଲ : ପେଟ୍ରୋଲ ପମ୍ପ୍ କର୍ମଚାରୀଙ୍କୁ ଗୁଳିମାଡ, ଦୁଇ ଆହତ
  • ||
  • ଚଣ୍ଡିଖୋଲ : ପୃଥକ ପୃଥକ ଦୁର୍ଘଟଣାରେ ଦୁଇ ମୃତ, ଜଣେ ଗୁରୁତର
  • ||
  • ଭୁବନେଶ୍ବର : ବିଧାନସଭା ବାଚସ୍ପତିଙ୍କ ସହ ମନ୍ତ୍ରୀ ଓ ବିଧାୟକ ନେଲେ କରୋନା ଟିକା
  • ||
  • କଟକ : ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା, CBI ତଦନ୍ତ ଶିଥିଳତା ମାମଲାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ହାଇକୋର୍ଟ
  • ||
  • ବଲାଙ୍ଗୀର : ବସ୍ ଧକ୍କାରେ ଶିକ୍ଷକଙ୍କ ମୃତ୍ୟୁ, NH ଅବରୋଧ କଲେ ସ୍ଥାନୀୟ ଲୋକ
  • ||
  • ବୌଦ୍ଧ : ସମ୍ପତ୍ତି ପାଇଁ ଭାଇ ହେଲା ବଇରୀ, ରକ୍ତ ସମ୍ପର୍କକୁ ଭୁଲି ମାରି ପୋଡିଦେଲେ ସାନ ଭାଇକୁ
  • ||
  • ନୟାଗଡ : ଗ୍ରାମବାସୀଙ୍କ ମାଡରେ ଲୁଟେରା ମୃତ ! ଚେନ୍ ଲୁଟ୍ ଉଦ୍ୟମ ବେଳେ ଧରି ଛେଚିଥିଲେ ଲୋକେ
  • ||
  • ମଣ୍ଡିରେ ବିକ୍ରି ହେଉନି ଧାନ, ପ୍ରତିବାଦରେ ରାସ୍ତାରୋକ କଲେ ଚାଷୀ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୬ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ଆରମ୍ଭ ହେଲା ହୀରାକୁଦ ଜଳଭଣ୍ଡାରରେ ପକ୍ଷୀ ଗଣନା

7/01/2020 at 12:57 PM

ସମ୍ବଲପୁର ୭।୧: ଆଜି ହୀରାକୁଦ ଜଳଭଣ୍ଡାରରେ ପକ୍ଷୀ ଗଣନା ଆରମ୍ଭ ହୋଇଛି । ୩ଟି ଡିଭିଜନରେ ଗଣନା କାର୍ଯ୍ୟ ଚାଲିଥିବା ବେଳେ ଏଥିରେ ୨୧ଟି ଟିମ୍ ସାମିଲ ହୋଇଛନ୍ତି । ହୀରାକୁଦ, ଝାରୁସୁଗୁଡା ଓ ସମ୍ବଲପୁର ପାଇଁ ୭୨ ଜଣ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି ।

ପ୍ରତି ସେକ୍ଟରରେ ଜଣେ ଲେଖାଁଏ ବିଶେଷଜ୍ଞ, କର୍ମଚାରୀ, ଉତ୍କଳ ବିଶ୍ବବିଦ୍ୟାଳୟର ଛାତ୍ର, ଏନଜିଓ କର୍ମଚାରୀ ସାମିଲ ହୋଇଛନ୍ତି । ଏଥର ଜଳଭଣ୍ଡାରରେ ପାଣି ପର୍ଯ୍ୟାପ୍ତ ଥିବାରୁ ପକ୍ଷୀ ସଂଖ୍ୟା ବଢିଥିବା ଅନୁମାନ କରାଯାଉଛି ।

   Related Posts