Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ଆସନ୍ତାକାଲିଠୁ ଭିତରକନିକା ଜାତୀୟ ଉଦ୍ୟାନରେ ହେବ ପକ୍ଷୀ ଗଣନା

5/01/2020 at 10:38 AM

ପଟ୍ଟାମୁଣ୍ଡାଇ ୫।୧: ବିଶ୍ବପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ବିଦେଶାଗତ ପକ୍ଷୀ ମାନଙ୍କ ଗଣନା କରାଯିବ । ଆସନ୍ତାକାଲିଠୁ ପକ୍ଷୀମାନଙ୍କ ଗଣନା କରାଯିବ । ପକ୍ଷୀମାନଙ୍କ ଗଣନା ପାଇଁ ୧୮ଟି ଟିମ୍ ଗଠନ ହୋଇଥିବା ବେଳେ ପ୍ରତି ଟିମ୍ ରେ ୪ ରୁ ୫ ଜଣ ଲେଖାଏଁ ସଦସ୍ୟ ରହିବେ । ଗଣନା ସକାଳ ୬ଟାରୁ ଆରମ୍ଭ ହୋଇ ଦିନ ୧୨ଟା ପର୍ଯ୍ୟନ୍ତ ଚାଲିବ ।

ବମ୍ବେ ନେଚୁରାଲ ହିଷ୍ଟ୍ରି ସୋସାଇଟର ଡେପୁଟି ଡାଇରେକ୍ଟର ଡକ୍ଟର ଏସ୍ ବାଲଚନ୍ଦ୍ରନଙ୍କ ନେତୃତ୍ବରେ ଏହି ଗଣନା କରାଯିବ । ମଠଆଡିଆ, ଗହୀରମଥା, ସାତଭାୟା, ସମୁଦ୍ର ଉପକୂଳ ଓ ବିଭିନ୍ନ ଜଳାଶୟ ମାନଙ୍କରେ ଏହି ପକ୍ଷୀଗଣନା କରାଯିବ ବୋଲି କହିଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ । ଅପରପକ୍ଷରେ ପାଗ ଅନୁକୁଳ ଏବଂ ବିଳମ୍ବରେ ବର୍ଷ। ଯୋଗୁଁ ଜଳାଶୟମାନଙ୍କରେ ଭରପୁର ପାଣି ଥିବାରୁ ଅଧିକ ସଂଖ୍ୟକ ପକ୍ଷୀ ଆସିଥିବା ଆଶା କରାଯାଉଛି ।

   Related Posts