Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ମୁଖ୍ୟ ଶାସନ ସଚିବ
  • ||
  • ଜି.ଉଦୟଗିରି: ମିନିବସରେ ଲାଗିଲା ନିଆଁ
  • ||
  • ଟାଙ୍ଗୀ: ବାଲିନାଶିରେ ୨ ଭାଇଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ଏମ୍ସରେ ଭର୍ତ୍ତି
  • ||
  • ବଲାଙ୍ଗୀର: ବେଆଇନ୍ ବାଲି ବୋଝେଇ ଟ୍ରାକ୍ଟର ଜବତ, ମାଲିକଙ୍କ ଉପରେ ୨୦ ହଜାର ଟଙ୍କାର ଫାଇନ୍ ଲଗାଇଲେ ତହସିଲଦାର
  • ||
  • ରାଇରଙ୍ଗପୁର: କଲୋନୀରେ ଅଗ୍ନିକାଣ୍ଡ, ଜଳି ପାଉଁଶ ହୋଇଗଲା ୨ ବଖରା ଘର
  • ||
  • ନବରଙ୍ଗପୁର : ନିଖୋଜ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • କାମାକ୍ଷାନଗର : ବାଇକ୍‌କୁ ଧକ୍କା ଦେଲା ହାଇଓ୍ବା, ଜଣେ ମୃତ, ଜଣେ ଗୁରୁତର
  • ||
  • ବଲାଙ୍ଗୀର: ଆକ୍ସନ ମୋଡ୍‌ରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ, ଆରମ୍ଭ କଲେ ନୂଆ ପ୍ରକଳ୍ପ
  • ||
  • ବରଗଡ : ବାଲି ବୋଝେଇ ଟ୍ରାକ୍ଟର ଓ ବାଇକ୍ ମୁହାଁମୁହିଁ ଧକ୍କା, ୨ ଜଣ ମୃତ
  • ||
  • ଭୁବନେଶ୍ବର : ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ମିଳିବ ‘ପରୀକ୍ଷା ଦର୍ପଣ’, ପରୀକ୍ଷା ପାଇଁ ହେବ ସହାୟକ
  • ||

ପାଟଣା ରେଞ୍ଜରେ ପକ୍ଷୀଗଣନା, ବିଦେଶୀ ପକ୍ଷୀଙ୍କ ସୁରକ୍ଷା ଉପରେ ବନ ବିଭାଗର କଡା ନଜର

3/01/2021 at 4:50 PM

ପାଟଣା୩/୧: କେନ୍ଦୁଝର ଜିଲ୍ଲା ପାଟଣା ରେଞ୍ଜରେ ପକ୍ଷୀ ଗଣନା କାର୍ଯ୍ୟ ଆରମ୍ଭ ହୋଇଛି। ରେଞ୍ଜର ୩ଟି ସେକ୍ସନରେ ପକ୍ଷୀ ଗଣନା କାର୍ଯ୍ୟ ଚାଲିଛି। ଏ ସଂପର୍କରେ ପାଟଣା ରେଞ୍ଜର ପବିତ୍ର ମୋହନ ନାଏକ ସୂଚନା ଦେଇଛନ୍ତି। ଖୀରେଇଟାଙ୍ଗିରୀ ସେକ୍ସନର ବଡ଼ବନ୍ଧକୁ ଅନେକ ପ୍ରଜାତିର ୩୦୦ରୁ ଉର୍ଦ୍ଧ୍ବ ବିଦେଶୀ ପକ୍ଷୀଙ୍କ ଆଗମନ ହୋଇଛି। ପକ୍ଷୀଙ୍କ କିଚିରି ମିଚିରି ଶବ୍ଦ ପରିବେଶବିତ୍ ଓ ପକ୍ଷୀ ପ୍ରେମୀଙ୍କୁ ବେଶ ଆନନ୍ଦ ଦେଉଥିବା ବେଳେ ପକ୍ଷୀଙ୍କ ସୁରକ୍ଷା ପାଇଁ ବନ ବିଭାଗ କଡା ନଜର ରଖିଛି।

   Related Posts