Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘଟଗାଁ : ରାତିରେ ଘରକୁ ଫେରିବା ବେଳେ ଭାଲୁ ଆକ୍ରମଣ, ଜଣେ ଗୁରୁତର
  • ||
  • ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ, ପ୍ରତିଦିନ ୫୦ ସେବାୟତଙ୍କ ହେବ ଆର୍‌ଟିପିସିଆର୍
  • ||
  • ଆଜିଠୁ ପୁଣି ଟିକାକରଣ, ଭାକ୍‌ସିନ୍‌ ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ସ୍ବାସ୍ଥ୍ଯକର୍ମୀ
  • ||
  • ସାଲେପୁର : ମକର ଯାତ୍ରାରୁ ନାବାଳିକାଙ୍କୁ ଟେକି ନେଇ ନଦୀପଠାରେ ଗଣଦୁଷ୍କର୍ମ, ଥାନାରେ ଏତଲା, ଭାଇରାଲ୍ ଭିଡିଓ ନେଇ ପୋଲିସର ଛାନଭିନ୍
  • ||
  • କେନ୍ଦ୍ରାପଡା : ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ, ସିଡିଏମ୍‌ଓଙ୍କ କାର୍ଯ୍ୟାଳୟ ଆଗରେ ମୃତଦେହ ରଖି ପରିବାର ଲୋକଙ୍କ ଧାରଣା
  • ||
  • ବୌଦ୍ଧ : ATMରୁ ବାହାରିଲା କାଗଜ ପେଷ୍ଟ ଥିବା ୨୦ଟି ୫ଶହ ଟଙ୍କିଆ ନୋଟ୍, ଫେରସ୍ତ ନେବାକୁ ମନାକଲା ବ୍ୟାଙ୍କ୍ !
  • ||
  • ସମ୍ବଲପୁର : କିନ୍ନରଙ୍କଠାରୁ ୩ବର୍ଷର ଶିଶୁ କନ୍ୟାକୁ ଉଦ୍ଧାର କଲା ଚାଇଲ୍ଡ ଲାଇନ୍, ଚୋରି ସନ୍ଦେହ
  • ||
  • ଭୁବନେଶ୍ବର : STF ପଞ୍ଝାରେ ଧଳା ଜହର ବେପାରୀ, କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ
  • ||
  • ନବରଙ୍ଗପୁର : ଚଳନ୍ତା କାର୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଢେଙ୍କାନାଳ : ହାତୀ ପୁଣି ନେଲା ଆଉ ଜଣଙ୍କ ଜୀବନ, ଶୌଚ ହେବାକୁ ଯାଇଥିବା କଚାଡି ମାରିଲା ଦନ୍ତା
  • ||

ଭିତରକନିକା ଜାତୀୟ ଉଦ୍ୟାନରେ ଆସନ୍ତାକାଲିଠାରୁ ୨୬ତାରିଖ ପର୍ଯ୍ୟନ୍ତ ପକ୍ଷୀଗଣନା

17/09/2019 at 8:48 AM

ପଟ୍ଟାମୁଣ୍ଡାଇ ୧୭।୯:  ରାଜନଗର ବିଶ୍ବପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ଦେଶୀୟ ଓ ବିଦାଶାଗତ ପକ୍ଷୀମାନଙ୍କର ଆସନ୍ତା ୧୮ତାରିଖଠାରୁ  ୨୬ତାରିଖ ପର୍ଯ୍ୟନ୍ତ ପକ୍ଷୀଗଣନା କରାଯିବାର ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି । ଏନେଇ ଦୁଇଟି ଦଳ ଗଠନ କରାଯାଇଛି । ପ୍ରତି ଦଳରେ ୫ ଜଣ କର୍ମଚାରୀ ନିଯୁକ୍ତି ହୋଇଛନ୍ତି ।

ମୁଖ୍ୟତଃ ଏହି ସମୟରେ ଦେଶୀୟ ପକ୍ଷୀ କାପରଖାଇ, ଅଜଂନା, ରାଣୀବଗ, ପାଣିକୁଆ, ଖଇରା ଓ ଗେଣ୍ଡାଳିଆ ପଭୃତି ୧୦ ପ୍ରଜାତିର ପକ୍ଷୀ ଦେଶର କୋଣ ଅନୁକୋଣରୁ ଆସି ଏଠାରେ ବଂଶ ବିସ୍ତାର ପାଇଁ ଗୁଁଆ, ବନୀ ଓ କେରୁଆ ଗଛରେ ବସା ବାନ୍ଧି ଅଣ୍ଡା ଦେଇଥାନ୍ତି ।

ତେବେ ପ୍ରତି ବର୍ଷ ଅଗଷ୍ଟ ମାସ ଶେଷ ସପ୍ତାହରେ ବଷା ଚିହ୍ନଟ କରାଯାଇଥାଏ । ତେବେ ଚଳିତ ବର୍ଷ ମଧ୍ୟ ଅଗଷ୍ଟ ମାସରେ ସ୍ଥିତି କୃତ କରାଯାଇଥିଲା ହେଲେ ପକ୍ଷୀମାନଙ୍କର ବଷା ଦେବାର ବିଳମ୍ବ ଓ ଜାଗା ପରିବର୍ତ୍ତନ ଯୋଗୁଁ ଚଳିତ ବର୍ଷ ଧାର୍ଯ୍ୟ ତାରିଖଠାରୁ ବିଳମ୍ବରେ ବଷା ଚିହ୍ନଟ କରାଯାଇଛି ।

   Related Posts