Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ବିପୁଳ ପରିମାଣର ବିସ୍ଫୋରକ ଜବତ, ବ୍ଲକ ଅଧ୍ୟକ୍ଷାଙ୍କ ସ୍ୱାମୀ ଗିରଫ

11/05/2021 at 8:26 AM

ନୂଆପଡା,୧୧/୦୫: ଜବତ ହେଲା ବିପୁଳ ପରିମାଣର ବିସ୍ଫୋରକ ।  ନୂଆପଡ଼ା ଜିଲ୍ଲା ଖଡ଼ିଆଳ ଥାନା ତୁକୁଲା ଗାଁରୁ ବିପୁଳ ପରିମାଣରେ ବିସ୍ଫୋରକ ଜବତ କରାଯାଇଛି ।

ପ୍ରାୟ ୧୫ କାର୍ଟୁନ ବିସ୍ଫୋରକକୁ ଜବତ କରିଛି ପୋଲିସ । ଏହା ମଧ୍ୟରେ ୨ ହଜାର ୯୨୫ ଟି ଜିଲେଟିନ ଷ୍ଟିକ୍,୫୦ କିଲୋ ବିଶିଷ୍ଟ ୨୯ ବସ୍ତା ଏମୋନିୟମ ନାଇଟ୍ରେଟ, ୧୪୪ ଡିଟୋନେଟର,ନଗଦ ୩୨ ହଜାର ୯ ଶହ ଟଙ୍କା ସହ ୪ଟି ଟ୍ରାକ୍ଟର ଜବତ ହୋଇଛି । ଏହି ଘଟଣାରେ ଖଡ଼ିଆଳ ବ୍ଲକ ଅଧ୍ୟକ୍ଷାଙ୍କ ସ୍ବାମୀ ପ୍ରେମ ସାଗର ମେହେରଙ୍କୁ ଗିରଫ କରାଯାଇଛି । ଖଡ଼ିଆଳ ଅତିରିକ୍ତ ତହସିଲଦାର , ଏସ.ଡି.ପି.ଓ ପୋଲିସ ଟିମ୍ ସହ ଚଢ଼ାଉ କରିଥିଲେ ।

   Related Posts