Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରାଟ ବାହିନୀର ସ୍ଵପ୍ନ ଧୂଳିସାତ: ଟେଷ୍ଟ କ୍ରିକେଟ୍‌କୁ ମିଳିଲା ନୂଆ ବାଦଶାହା, ଭାରତକୁ ୮ ଓ୍ଵିକେଟ୍‌ରେ ହରାଇ ବିଶ୍ଵ ଟେଷ୍ଟ ଚମ୍ପିଆନସିପ୍‌ ଜିତିଲା ନ୍ୟୁଜିଲାଣ୍ଡ
  • ||
  • ଭୁବନେଶ୍ୱରରେ ଆଜି ୩୭୫ ପଜିଟିଭ୍‌ ଚିହ୍ନଟ
  • ||
  • ବନ୍ଦିତା ପରିଡ଼ା ହେଲେ ମହିଳା କଂଗ୍ରେସ ସଭାନେତ୍ରୀ
  • ||
  • ୟୁକେ ହାଇକୋର୍ଟରୁ ନିରବ ମୋଦୀଙ୍କୁ ଝଟକା, ପ୍ରତ୍ୟର୍ପଣ ବିରୋଧରେ ଦାଖଲ ଆବେଦନ ଖାରଜ, ଏବେ ଭାରତ ଆସିବାକୁ ପଡିବ !
  • ||
  • ଭୁବନେଶ୍ବର : ଗୋରୁ ଚୋରା ଚାଲାଣ ବେଳେ ଜବତ ହେଲା ପିକଅପ୍ ଭ୍ୟାନ୍, ୫ ଗୋରୁ ଉଦ୍ଧାର, ଦଲାଲ ଫେରାର
  • ||
  • ଭୁବନେଶ୍ବର : ରାଜଧାନୀରେ ମାତିଲେ ଲୁଟେରା : ତାଲା ଭାଙ୍ଗି ଦୋକାନରେ ବୁଲାଇଲେ କଳାକନା, ସିସିଟିଭିରେ କଏଦ ହେଲା ଦୃଶ୍ୟ
  • ||
  • ଭୁବନେଶ୍ବର : ଅନଲକ୍ ପ୍ରକ୍ରିୟା ଆରମ୍ଭ ପରେ ଲୋକେ ମାନୁନାହାନ୍ତି କୋଭିଡ୍ ନିୟମ, ସୃଷ୍ଟି ହୋଇପାରେ ବିପଦ – ଡିଏମଇଟି
  • ||
  • ଭୁବନେଶ୍ବର : ଚଳିତ ବର୍ଷ ୩୦% ହ୍ରାସ ହେବ ନବମ ଓ ଦଶମ ଶ୍ରେଣୀର ସିଲାବସ୍ – ଗଣଶିକ୍ଷା ମନ୍ତ୍ରୀ
  • ||
  • କାମାକ୍ଷାନଗର : ଜଙ୍ଗଲକୁ ଯାଇଥିବା ବେଳେ ପଡିଗଲେ ଭାଲୁ ହାବୁଡରେ, ଆକ୍ରମଣରେ ୨ ଗୁରୁତର
  • ||
  • ଦେଶରେ ତଳମୁହାଁ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦ ହଜାରରୁ ଅଧିକ ପଜିଟିଭ୍,୧୩୫୮ ମୃତ
  • ||

ବଗ ମରା ବିଷକୁ ଚା’ ପତି ଭାବି ପିିଇ ଦେଲେ ପରିବାରର ୫ ଜଣ: ଗୁରୁତର ଅବସ୍ଥା​‌ରେ ହସ୍ପିଟାଲରେ ଭର୍ତ୍ତି

14/11/2020 at 1:14 PM

 ସୋର୧୪/୧୩: ବିଷ ପିଇ ପରିବାରର ୫ ଗୁରୁତର। ବାଲେଶ୍ବର ଜିଲ୍ଲା ଔପଦା ଥାନା ଦୁର୍ଗାପୁର ନୂଆହାଟ ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମିଳିଥିବା ସୂଚନା ମୁତାବକ, ବଗ ମରା ବିଷକୁ ଭୁଲ୍‌ରେ ଚା ପତି ଭାବି ଗରମ କରି ୫ ଜଣ ପିଇ ଦେଇଥିଲେ।ଗୁରୁତର ଅବସ୍ଥାରେ ୫ ଜଣଙ୍କୁ  ସୋର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

ଗୁରୁତର ହେଲେ ଦୁର୍ଗାପୁର ନୂଆହାଟ ଅଞ୍ଚଳର ବନମାଳି ସିଂ, ସବିନ ସିଂ, ପେଟୁ ସିଂଙ୍କ  ସହ ୨ ଶିଶୁ ରମା ସିଂ ଏବଂ ଟୁବୁ ସିଂ। ବଗମରା ବିଷକୁ ଚା ଭାବି ଗରମ କରି ପିଇ ଦେଇଥିଲେ।  ୧୦୮  ଆମ୍ବୁଲାନ୍ସ ମାଧ୍ୟମରେ ଗୁରୁତରଙ୍କୁ  ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସ୍ଥାନୀୟ ଅଞ୍ଚଳରେ ଏହି ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ବର୍ତ୍ତମାନ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଥିବା ଜଣାପଡିଛି।

   Related Posts