Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରକୁ ଓଡ଼ିଶା ମାଗିଲା ଅଗଷ୍ଟ ବର୍ଷା-ବନ୍ୟାର ସହାୟତା, ଦାବି କଲା ୧୫୬୯.୫୦ କୋଟି ଟଙ୍କା
  • ||
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୩୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରକକୁ ପଛ ପଟୁ ପିଟିଲା ଟ୍ରଲର, ୨ ମୃତ
  • ||
  • ଡ଼କାୟତି ଯୋଜନା ପଣ୍ଡ, ବାଇପାସ କଡ଼ରୁ ୬ ଡକାୟତ ଗିରଫ
  • ||

ଦୁର୍ଘଟଣାରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ବିଷ୍ଣୁ ଦାସଙ୍କ ପୁଅ ବିଜୟ ଶଙ୍କର ଦାସ ଗୁରୁତର

21/06/2018 at 5:57 AM

ଦୁର୍ଘଟଣାରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ବିଷ୍ଣୁ ଦାସଙ୍କ ପୁଅ ବିଜୟ ଶଙ୍କର ଦାସ ଗୁରୁତର । ଜଗତସିଂହପୁର ସଦେଇପୁର ଛକ ନିକଟରେ ଘଟିଛି ଦୁର୍ଘଟଣା । ବାଲିକୁଦାରୁ ଏକ ବିବାହ ଉତ୍ସବରେ ଯୋଗ ଦେଇ କାରରେ ଫେରୁଥିବାବେଳେ ଭୋର ସମୟରେ ଦୁର୍ଘଟଣା ହୋଇଛି । ୧୦୮ ଆମ୍ବୁଲାନ୍ସ ସହ କାର ଧକ୍କା ଦେବା ପରେ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲା । ବିଜୟଙ୍କ ସହ ଅନ୍ୟ ୨ ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ଏବେ ଜଗତସିଂହପୁର ଜିଲ୍ଲା ଯୁବ ବିଜେଡି ସମ୍ପାଦକ ଅଛନ୍ତି ବିଜୟ ।

   Related Posts