ଦୁର୍ଘଟଣାରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ବିଷ୍ଣୁ ଦାସଙ୍କ ପୁଅ ବିଜୟ ଶଙ୍କର ଦାସ ଗୁରୁତର

Published By : Prameya-News7 Bureau | June 21, 2018 IST

ଦୁର୍ଘଟଣାରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ବିଷ୍ଣୁ ଦାସଙ୍କ ପୁଅ ବିଜୟ ଶଙ୍କର ଦାସ ଗୁରୁତର । ଜଗତସିଂହପୁର ସଦେଇପୁର ଛକ ନିକଟରେ ଘଟିଛି ଦୁର୍ଘଟଣା । ବାଲିକୁଦାରୁ ଏକ ବିବାହ ଉତ୍ସବରେ ଯୋଗ ଦେଇ କାରରେ ଫେରୁଥିବାବେଳେ ଭୋର ସମୟରେ ଦୁର୍ଘଟଣା ହୋଇଛି । ୧୦୮ ଆମ୍ବୁଲାନ୍ସ ସହ କାର ଧକ୍କା ଦେବା ପରେ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲା । ବିଜୟଙ୍କ ସହ ଅନ୍ୟ ୨ ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ଏବେ ଜଗତସିଂହପୁର ଜିଲ୍ଲା ଯୁବ ବିଜେଡି ସମ୍ପାଦକ ଅଛନ୍ତି ବିଜୟ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.