Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

ଗଣତନ୍ତ୍ର ରାଷ୍ଟ୍ରରେ ପ୍ରତିବାଦ କରିବା ସମସ୍ତଙ୍କର ଅଧିକାର ରହିଛି : ବିଷ୍ଣୁ ସେଠୀ

2/12/2021 at 5:07 PM

ଭୁବନେଶ୍ବର ୨।୧୨: ଦରଦାମ୍ ବୃଦ୍ଧି ନେଇ ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ । ଗଣତନ୍ତ୍ର ରାଷ୍ଟ୍ରରେ ପ୍ରତିବାଦ କରିବା ସମସ୍ତଙ୍କର ଅଧିକାର ରହିଛି ବୋଲି ବିଷ୍ଣୁ ସେଠୀ କହିଛନ୍ତି । ଦରଦାମ୍ ବୃଦ୍ଧିରୁ ଯେଉଁ ରାଜସ୍ବ ମିଳୁଛି ସେଥିରେ ରାଜ୍ୟର ମଧ୍ୟ ଅଂଶ ରହିଛି । ରାଜ୍ୟ ସରକାର ରାଜସ୍ବ ଭାଗ ନେଉଛନ୍ତି ।  ତେଣୁ ସେ କିପରି ଆନ୍ଦୋଳନ କରୁଛନ୍ତି ବୋଲି ବିଷ୍ଣୁ ସେଠୀ ପ୍ରଶ୍ନ କରିଛନ୍ତି ।

   Related Posts