Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ବିଶୋଇ ପଞ୍ଚାୟତକୁ ୫ ଦିନିଆ ସଟ୍‌ଡାଉନ୍‌

17/07/2020 at 7:45 AM

ରାଇରଙ୍ଗପୁର୧୭/୭: ବିଶୋଇ ପଞ୍ଚାୟତକୁ ୫ ଦିନିଆ ସଟଡାଉନ୍।ଶୁକ୍ରବାର ସକାଳ ୬ଟାରୁ ମଙ୍ଗଳବାର ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ସଟଡାଉନ ଘୋଷଣା କଲେ ସରପଞ୍ଚ। ଲୋକାଲ କଣ୍ଟାକ୍ଟ ବାହାରିବା ପରେ ସଟଡାଉନ ଘୋଷଣା କରାଯାଇଛି। ବର୍ତ୍ତମାନ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି।ସେହିପରି ଗତକାଲି ରାଜ୍ୟ ସରକାର ୪ଟି ଜିଲ୍ଳାକୁ ଜୁଲାଇ ୩୧ ପର୍ଯ୍ୟନ୍ତ ଲକ୍‌ଡାଉନ୍ ଘୋଷଣା କରିଛନ୍ତି। ଏହାସହ ରାଉରକେଲା ସହର ମହାନଗର ନିଗମ ଅଞ୍ଚଳକୁ ଲକ୍‌ଡାଉନ୍ ଘୋଷଣା କରାଯାଇଛି।

   Related Posts