Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଞ୍ଜେଲା ମାର୍କେଲଙ୍କ ଯୁଗ ଶେଷ ! ଜର୍ମାନ ନିର୍ବାଚନରେ ଖୁବ୍ କମ ଭୋଟରେ ହାରିଲା ମାର୍କେଲଙ୍କ ପାର୍ଟି, କ୍ଷମତା ଡୋର ସୋସିଆଲ ଡେମୋକ୍ରାଟ୍ସଙ୍କ ହାତକୁ ଯିବ
  • ||
  • ଭୁବନେଶ୍ବର : ‘ଗୁଲାବ’ ପ୍ରଭାବରେ ରାଜ୍ୟର ହୋଇନି ବେଶୀ ପବନ, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଗୋଟିଏ ବ୍ଲକ୍‌ରେ ଅଧିକ ବର୍ଷା : SRC
  • ||
  • କାଲିମେଳା : ରାସ୍ତାରେ ଚାଲୁଛି ୨ରୁ ୩ଫୁଟ ବର୍ଷାଜଳ, ଉଭୟ ପାର୍ଶ୍ବରେ ଅଟକିଛି ଯାନବାହାନ
  • ||
  • ମୋହନା : ଗଜପତିରେ ପ୍ରଭାବ ପକାଇଲା ‘ଗୁଲାବ’, ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ
  • ||
  • ଆଇପିଏଲ ୨୦୨୧ : ୪୦ ତମ ଲିଗ୍‌ ମୁକାବିଲାରେ ମୁହାଁମୁହିଁ ହେବେ ହାଇଦ୍ରାବାଦ ଓ ରାଜସ୍ଥାନ
  • ||
  • କେନ୍ଦୁଝର : ବଣୁଆ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ, ମଞ୍ଚାରୁ ଓହ୍ଲାଇ ଘରକୁ ଯିବାବେଳେ ଆକ୍ରମଣର ଶିକାର
  • ||
  • ଜୟପୁର : ଲଗାଣ ବର୍ଷା ଯୋଗୁଁ ଧସିଲା ମାଟି ଅତଡା, ଜାତୀୟ ରାଜପଥ ଅବରୋଧ
  • ||
  • ଭୁବନେଶ୍ବର : ବାତ୍ୟାରୁ ଗଭୀର ଅବପାତର ରୂପ ନେଲା ‘ଗୁଲାବ’, ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଲାଗି ରହିଛି ବର୍ଷା
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରେ ‘ଗୁଲାବ’ ପ୍ରଭାବ : ଭାଙ୍ଗିଲା ଘର, ଗଛ ପଡି ରାସ୍ତା ଅବରୋଧ
  • ||
  • ବୈତରଣୀ ପଠାରେ ଚରୁଥିଲେ ମଇଁଷି, ପାଣି ଭିତରକୁ ଟାଣିନେଲା କୁମ୍ଭୀର : ଦେଖନ୍ତୁ ଭିଡିଓ
  • ||

ଆନ୍ଧ୍ରପ୍ରଦେଶର ରାଜ୍ୟପାଳଭାବେ ଶପଥ ନେଲେ ବିଶ୍ବଭୂଷଣ ହରିଚନ୍ଦନ

24/07/2019 at 6:23 PM

ବିଜାୱଡାଠା୨୪|୭: ଆଜି ଆନ୍ଧ୍ରପ୍ରଦେଶର ବିଜାୱଡାଠାରେ ଥିବା ରାଜଭବନରେ ରାଜ୍ୟର ୨୩ତମ ରାଜ୍ୟପାଳ ଭାବରେ ଓଡ଼ିଶା ର ବରିଷ୍ଠ ରାଜନେତା ବିଶ୍ବଭୂଷଣ ହରିଚନ୍ଦନ ଶପଥ ନେଇଛନ୍ତି।ଆଜି ରାଜଭବନରେ ଏକ ସ୍ବତନ୍ତ୍ର ଉତ୍ସବରେ ଦିନ ୧୧.୪୦ମିନିଟ ସମୟରେ ହରିଚନ୍ଦନଙ୍କୁ ଶପଥପାଠ କରାଇଥିଲେ ଆନ୍ଧ୍ରପ୍ରଦେଶ   ହାଇକୋର୍ଟର ମୁଖ୍ୟ ବିଚାର ପତି।

ଆଜିର ଉତ୍ସବରେ ଆନ୍ଧ୍ର ପ୍ରଦେଶର ମୁଖ୍ୟ ମନ୍ତ୍ରୀ ଜଗ ମୋହନ ରେଡ୍ଡୀ ତଥା ବିଧାନସଭାର ବିରୋଧୀ ଦଳ ନେତା ଚନ୍ଦ୍ରବାବୁ ନାଇଡୁ ଉପସ୍ଥିତ ଥିଲେ। ବିଶ୍ବଭୂଷଣଙ୍କର ପୁରା ପରିବାର ମଧ୍ୟ ଆଜିର ଉତ୍ସବ ରେ ଉପସ୍ଥିତ ଥିଲେ। ଶପଥ ଗ୍ରହଣ ପରେ ରାଜଭବନରେ ଚାହା ପାନ ଭୋଜି ଆୟୋଜିତ ହୋଇଥିଲା ।ମୁଖ୍ୟମନ୍ତ୍ରୀ ଜଗମୋହନ ରେଡି ତଥା ତାଙ୍କ ମନ୍ତ୍ରୀ ମଣ୍ଡଳ ର ବହୁ ସଦସ୍ୟ ଏହି ଭୋଜିରେ ଯୋଗଦାନ କରିଥିଲେ।

   Related Posts