Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରୋନାରୁ ଶିଶୁଙ୍କ ସୁରକ୍ଷା ପାଇଁ କମିଟି ଗଠନ, ସବୁ କୋଭିଡ୍ ହସ୍ପିଟାଲ୍ରେ ହେଲ୍ପ ଡେସ୍କ ବାଧ୍ୟତାମୂଳକ
  • ||
  • ଜଟିଳ ହେବାରେ ଲାଗିଛି ଭୁବନେଶ୍ଵରରେ କରୋନା ସ୍ଥିତି, ଆଜି ୧୩୫୩ ପଜିଟିଭ୍ ଚିହ୍ନଟ
  • ||
  • ଜୁନ ୧୫ ଯାଏଁ ଶ୍ରୀମନ୍ଦିର ବନ୍ଦ, ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଶାସନର ବଡ ନିଷ୍ପତ୍ତି
  • ||
  • ଆଜି ସୁସ୍ଥରେ ରେକର୍ଡ, ସୁସ୍ଥ ହୋଇ ଘରକୁ ଫେଲେ ୧୨୦୭୭ ଆକ୍ରାନ୍ତ
  • ||
  • ୧୭ ମେ ସୋମବାର ଖୋଲିବ କେଦାରନାଥ ଧାମ କବାଟ ।। ତୀର୍ଥ ପୁରୋହିତ ସୀମିତ ସଂଖ୍ୟକ ଲୋକଙ୍କ ଉପସ୍ଥିତିରେ ବିଧିବିଧାନ ସହ କବାଟ ଖୋଲିବ ।। ପ୍ରଧାନମନ୍ତ୍ରୀଙ୍କ ପକ୍ଷରୁ ଜନତାଙ୍କ କଲ୍ୟାଣ ନିମନ୍ତେ ହେବ ପ୍ରଥମ ପୂଜା ।।
  • ||
  • ଆଗାମୀ ୩ ଦିନରେ ରାଜ୍ୟକୁ ମିଳିବ ଭ୍ୟାକସିନ୍‌ର ୫୧ ଲକ୍ଷ ଡୋଜ୍‌
  • ||
  • ୨୪ରେ ବଙ୍ଗୋପସାଗରରେ ଲଘୁଚାପ, ନେଇପାରେ ଅବପାତର ରୂପ
  • ||
  • ସଂକ୍ରମଣ ସାମାନ୍ୟ କମିଲା : ଦେଶରେ ୨୪ ଘଣ୍ଟାରେ ୩ ଲକ୍ଷ ୧୧ ହଜାରରୁ ଅଧିକ ପଜିଟିଭ୍, ୪୦୭୭ ମୃତ
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧୭୩୨ ପଜିଟିଭ୍
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ, ୨୩୧୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

କାଳିଆ ଯୋଜନାର କପି କରିଛନ୍ତି ବୋଲି ବିଜେଡି କଲା ଅଭିଯୋଗ

1/02/2019 at 2:24 PM

ନୂଆଦିଲ୍ଲୀ ୧|୨:  କାଳିଆ ଯୋଜନାକୁ କେନ୍ଦ୍ର ସରକାର କପି କରି କିଷାନ ସମ୍ମାନ ନିଧି ଯୋଜନା କରିଛନ୍ତି ବୋଲି ବିଜେଡି ଅଭିଯୋଗ କରିଛି । ଆଗକୁ ସାଧାରଣ ନିର୍ବାଚନ ଥିବାକୁ କୃଷକଙ୍କ ତୁଷ୍ଟିକରଣ ପାଇଁ ଏଭଳି ଯୋଜନା କରାଯାଇଥିବା ବିଜେଡି କହିଛି । ତେବେ ଏହି ଯୋଜନାର ପ୍ରଭାବ ଓଡିଶା ଉପରେ ପଡିବ ନାହିଁ । ଏହି ଯୋଜନାଠାରୁ କାଳିଆ ଯୋଜନା ବେସ୍ ଭଲ ବୋଲି ସାଂସଦ ପ୍ରସନ୍ନ ପାଟ୍ଟଶାଣୀ ।

ଅପରପକ୍ଷରେ ଏହାକୁ ଖଣ୍ଡନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ର ସରକାର କାହା ଯୋଜନାର କପି କହିନାହାନ୍ତି । କେନ୍ଦ୍ର ସରକାର ଯେଉଁ ଯୋଜନା କରିଛନ୍ତି ସେଥିପାଇଁ ବଜେଟ୍ ରେ ପାଣ୍ଠି ବ୍ୟବସ୍ଥା କରିଛନ୍ତି । କାଳିଆ ଭଳି ଯୋଜନା ପାଇଂ କିନ୍ତୁ ରାଜ୍ୟ ସରକାର କୌଣସି ପାଣ୍ଠି ବ୍ୟବସ୍ଥା କରିନାହାନ୍ତି । ପାଣ୍ଠି ବ୍ୟବସ୍ଥା ନକରି ରାଜ୍ୟ ସରକାର ଯୋଜନା କରୁଛନ୍ତି ବୋଲି ଧର୍ମେନ୍ଦ୍ର କହିଛନ୍ତି ।

   Related Posts