Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୂକମ୍ପରେ ଥରିଲା ଋଷ୍ ଏବଂ ଆର୍ଜେଣ୍ଟିନାରେ, ରିକ୍ଟର ସ୍କେଲରେ ୬.୪ ଓ ୬.୩ ତୀବ୍ରତା
  • ||
  • କରୋନା କବଳରୁ ବର୍ତ୍ତିବା ପାଇଁ ଶ୍ରୀଲଙ୍କା ଜେଲ୍‌ରେ କଏଦୀଙ୍କ ଭୟଙ୍କର ଦଙ୍ଗା : ୮ମୃତ
  • ||
  • ନୂଆଦିଲ୍ଲୀ : ସନ୍ଦୀପ କଟାରିଆ ହେଲେ ବାଟା ଗ୍ଲୋବାଲର ସିଇଓ, ପ୍ରଥମ ଭାରତୀୟ ଭାବେ ମିଳିଲା ଦାୟିତ୍ୱ
  • ||
  • ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଉଡିଲା ଟାଟା ସୁମୋ, ୨ ଗୁରୁତର
  • ||

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହେଲେ ଉଭୟ ବିଜେଡି ଓ ବିଜେପି

18/04/2019 at 5:09 PM

ଭୁବନେଶ୍ବର ୧୮|୪: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହେଲା ବିଜେଡି । ସମ୍ବଲପୁର ବସ୍ତି ଅଞ୍ଚଳରେ ବିଜେପି ପକ୍ଷରୁ ପ୍ରତିଶୃତି ପତ୍ର ବଣ୍ଟା ଯାଇଥିବା ନେଇ ଅଭିଯୋଗ ଆଣିଛି ବିଜେଡି । ବିମାନବନ୍ଦର, ରାଷ୍ଟ୍ରାୟତ ସଂସ୍ଥାମାନଙ୍କରେ କେନ୍ଦ୍ରୀୟ ନେତାଙ୍କ ହୋର୍ଡିଂ ଲଗାଯାଇଛି । ତାହା ନିର୍ବାଚନ ଆଚରଣ ବିଧିକୁ ଉଲ୍ଲଂଘନ କରୁଛି ବୋଲି ବିଜେଡି ଅଭିଯୋଗ କରିଛି ।

ଅନ୍ୟପଟେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ବିଜେପି ମଧ୍ୟ ଫେରାଦ ହୋଇଛି । ବିଭିନ୍ନ ସ୍ଥାନରେ ହୋଇଥିବା ନିର୍ବାଚନୀ ହିଂସା ନେଇ ସିଇଓଙ୍କ ଦୃଷ୍ଟି ଆକର୍ଷଣ କରିଛି ଦଳ । ଭଞ୍ଜନଗର, ସୋରଡା, ଆସ୍କା, ଭୁବନେଶ୍ବରରେ ବିଜେପି କର୍ମୀଙ୍କ ଉପରେ ଆକ୍ରମଣ ହୋଇଛି । ଆଜି ରାଧାରାଣୀ ପଣ୍ଡା ଓ ତାଙ୍କ ସୁରକ୍ଷାକର୍ମୀଙ୍କ ଉପରକୁ ମଧ୍ୟ ଆକ୍ରମଣ କରାଯାଇଥିବା ଅଭିଯୋଗ କରିଛି ବିଜେପି ।

   Related Posts