Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରିଟେନ୍‌ ପରେ ଆଉ ଗୋଟିଏ ଦେଶ କଲା ବଡ଼ ଘୋଷଣା, ଆସନ୍ତା ସପ୍ତାହରୁ ଆରମ୍ଭ ହେବ ଟିକାକରଣ
  • ||
  • କମୁଛି ସଂକ୍ରମଣ, ଲୋକଙ୍କ ମନରୁ ଦୂର ହେଉଛି କରୋନା ଭୟ, ଆଉ ୬୬୦ ସଂକ୍ରମିତ ହେଲେ ଆରୋଗ୍ୟ
  • ||
  • ସମ୍ମାନ ରଖିଲା ଭାରତ, ଶେଷ ଦିନିକିଆରେ କଙ୍ଗାରକୁ ୧୩ ରନରେ ଦେଲା ମାତ୍, ୨-୧ରେ ସିରିଜ୍ ଜିତିଲା ଅଷ୍ଟ୍ରେଲିଆ
  • ||
  • ମାଲକାନଗିରି : ଶବ ସତ୍କାର ପାଇଁ ଗାଁ ମଶାଣୀରେ ମିଳୁନି ଜାଗା, ୨୪ ଘଣ୍ଟା ହେଲା ଗାଁ ଦାଣ୍ଡରେ ପଡିଛି ମୃତଦେହ
  • ||
  • ଜୟପୁର : ଆତ୍ମସମର୍ପଣ କଲେ ମହିଳା ମାଓବାଦୀ, ହାର୍ଡକୋର ମାଓବାଦୀ ରାମକ୍ରିଷ୍ଣାର ଥିଲା ଅଙ୍ଗରକ୍ଷୀ
  • ||
  • ଭୁବନେଶ୍ବର : ୧୧୨ ଡାଏଲ କରନ୍ତୁ, ମିଳିବ ସବୁ ଜରୁରୀ ସେବା ଓ ସହାୟତା : ନୂଆ ଏକକ ପୋଲିସ ହେଲ୍ପ ଲାଇନ୍ ନମ୍ବର ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • କଟକ : ‘ସ୍କୁଲ ଫି’ ଧାର୍ଯ୍ୟ ପାଇଁ ଆଇନ ନାହିଁ’- ହାଇକୋର୍ଟରେ ଏଭଳି ତଥ୍ୟ ରଖିଲେ ସରକାର
  • ||
  • ୩ ଦିନିଆ ରିମାଣ୍ଡରେ ଯିବେ ଅଭୟକାନ୍ତ ପାଠକ: ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦେଲେ ଅନୁମତି
  • ||
  • ଭୁବନେଶ୍ୱର : କମିଲା କରୋନା ପରୀକ୍ଷା ଦର, ଏଣିକି ୪ଶହ ଟଙ୍କାରେ ହେବ କୋଭିଡ୍ RT-PCR ଟେଷ୍ଟ
  • ||
  • କଳାହାଣ୍ଡି : ଜମିବାଡ଼ି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||

କେନ୍ଦ୍ରାପଡାରେ ବିଜେଡି ପ୍ରାର୍ଥୀ ପ୍ରତାପ ଦେବାଙ୍କ ଜୋରଦାର ପ୍ରଚାର

22/04/2019 at 9:50 AM

କେନ୍ଦ୍ରାପଡା ୨୨/୪ : ନିର୍ବ।ଚନ ଯେତେ ପାଖେଇ ଆସୁଛି ସେତିକି ନିର୍ବ।ଚନ ତାତି ସେତିକି ଦେଖିବାକୁ ମିଳୁଛି । ନିର୍ବାଚନକୁ ନେଇ ପ୍ରାର୍ଥୀ ଯୋରଦାର ପ୍ରଚାର କରୁଛନ୍ତି । ଦୁଆରରୁ ଦୁଆର ବୁଲି ଭୋଟ ଭିକ୍ଷା କରୁଛନ୍ତି ତିନି ଦଳର ପ୍ରାର୍ଥୀ । ତେବେ ଆଳି ନିର୍ବ।ଚନ ମଣ୍ଡଳୀର ବିଜୁ ଜନତା ଦଳର ପ୍ରାର୍ଥୀ ପ୍ରତାପ ଦେବ ମଧ୍ୟ ଏଥିରୁ ବାଦ ପଡିନାହାନ୍ତି |

କିଭଳି ରହିଛି ନିର୍ବ।ଚନ ମଣ୍ଡଳିରେ ପ୍ରତାପ ଦେବଙ୍କ ରଣ କୌଶଳ ଦେଖନ୍ତୁ । ଗତ ନିର୍ବ।ଚନରେ ପ୍ରତାପ ଦେବ କଂଗ୍ରେସ ପ୍ରାର୍ଥୀ ଦେବେନ୍ଦ୍ର ଶର୍ମ।ଙ୍କ ଠାରୁ ପରାଜୟ ହୋଇଥିଲେ |

   Related Posts