Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

୯ଟି ବିଧାନସଭା ଆସନ ପାଇଁ ବିଜେଡ଼ି ଘୋଷଣା କଲା ପ୍ରାର୍ଥୀ ତାଲିକା

24/03/2019 at 7:16 PM

ଭୁବନେଶ୍ଵର ୨୪/୩-ପ୍ରଥମ ଓ ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବାକି ରହିଯାଇଥିବା ୯ଟି ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ । ଘୋଣଷା ଅନୁସାରେ ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀରୁ ଦଳ କିଶୋର ମହାନ୍ତିଙ୍କୁ ପ୍ରାର୍ଥୀ କରିଛି । ସେହିଭଳି ପଟାଙ୍ଗୀରୁ ପ୍ରୀତମ ପାଢ଼ୀ, ଲାଂଜିଗଡ଼ରୁ ପ୍ରଦୀପ ଦିଶାରୀ , ସମ୍ବଲପୁରରୁ ରାସେଶ୍ଵରୀ ପାଣିଗ୍ରାହୀ,ମାନକାନାଗିରିରୁ ମୁକୁନ୍ଦ ସୋଡ଼ୀ,ରେଢ଼ାଖୋଲରୁ ରୋହିତ ପୂଜାରୀ, ବଲାଙ୍ଗିରରରୁ ଅର୍କେଶ ନାରା୍ୟଣ ସିଂଦେଓ, ଝରିଗାଁରୁ  ପ୍ରକାଶ ଚନ୍ଦ୍ର ମାଝି ଓ ଲୋଇସିଙ୍ଗାରୁ ଦଳ ପ୍ରଦୀପ ବେହେରାଙ୍କୁ ପ୍ରାର୍ଥୀ କରିଛି ।

   Related Posts