Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଏସଏଫର ବଡ କାର୍ଯ୍ୟାନୁଷ୍ଠାନ, ବାଂଲାଦେଶ ସୀମାରେ ୮୨ ନକଲି ଡ୍ରାଇଭିଂ ଲାଇସେନ୍ସ ଜବତ
  • ||
  • ୟୁପି ସମର: ଅଖିଳେଶଙ୍କ ପାଇଁ ପ୍ରଚାର କରିବେ ମମତା, ଫେବୃଆରୀ ୮ରେ ଲକ୍ଷ୍ନୌରେ ଭର୍ଚୁଆଲ ରାଲି
  • ||
  • ଆସନ୍ତାକାଲି ପ୍ରଥମ ଦିନିକିଆ: କିଏ କରିବ ଓପନିଂ ? ଖୁଲାସା କଲେ ରାହୁଲ, ୫ ବର୍ଷ ପରେ ଦିନିକିଆକୁ ପ୍ରତ୍ୟାବର୍ତ୍ତନ କରିବେ ଏହି ଖେଳାଳି
  • ||
  • କାରିଗରଙ୍କଠୁ ଲାଞ୍ଚ ନେବା ମହଙ୍ଗା ପଡିଲା, ଭିଜିଲାନ୍ସ ଦ୍ଵାରା ବନ୍ଧା ହେଲେ ହସ୍ତଶିଳ୍ପ ନିଗମର ସହ-ନିର୍ଦ୍ଦେଶକ ଓ କ୍ରାପ୍ଟମ୍ୟାନ୍
  • ||
  • କଲେଜ୍ରେ ନିର୍ବାଚନୀ ସଭା ନେଇ କଠୋର ହେଲେ ଏସଇସି: ଏସଡିପିଓ ଏବଂ ପ୍ରିନ୍ସିପାଲଙ୍କୁ ନିଲମ୍ବନ କରିବାକୁ ଦେଲେ ନିର୍ଦ୍ଦେଶ
  • ||
  • IPL 2022: କେଏଲ ରାହୁଲଙ୍କ ସହ ଏହି ଦୁଇ ଖେଳାଳିଙ୍କୁ ନିଜ ଦଳରେ ସାମିଲ୍ କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି
  • ||
  • ମଙ୍ଗଳବାର ପୃଥିବୀର ନିକଟତର ହେବ ବିରାଟ ଗ୍ରହାଣୁ : ମାଡ ହେଲେ ଘଟାଇବ ବିନାଶ !
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୧୦ ମୃତ
  • ||
  • ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୦୮୬ କୋଭିଡ୍ ପଜିଟିଭ୍, ୧୧୫୫୪୮୭ରେ ପହଞ୍ଚିଲା ସଂଖ୍ୟା
  • ||

ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡ଼ି….ଜାଣନ୍ତୁ କିଏ କେଉଁଠି..

1/04/2019 at 7:18 PM

ଭୁବନେଶ୍ଵର ୧/୪-ବିଜେଡ଼ି ଆଜି ସପ୍ତମ ଥର ପାଇଁ  ପ୍ରାର୍ଥୀ ତାଲିକା ଘୋଷଣା କରିଛି । ମୋରଡ଼ାରୁ ରାଜକିଶୋର ଦାଶ, ଜୟଦେବରୁ ଅରବିନ୍ଦ ଢ଼ାଲି, ବେଗୁନିଆରୁ ରାଜେନ୍ଦ୍ର ସାହୁ, ଚିଲିକା ପ୍ରଶାନ୍ତ ଜଗଦ୍ଦେବ, ଖୋର୍ଦ୍ଧାରୁ ଜିତୁ ମିତ୍ର,ବସ୍ତାରୁ ନିତ୍ୟାନନ୍ଦ ସାହୁ , ବରୀରୁ ସୁନନ୍ଦା ଦାସ, ଦେବଗଡ଼ରୁ ରୋମାଂଚ ରଂଜନ ବିଶ୍ଵାଳ, ରାଇରଂଗପୁରରୁ ବାସନ୍ତି ମାରାଣ୍ଡିଙ୍କୁ ବିଧାନସଭା ପାଇଁ ପ୍ରାର୍ଥୀ କରିଛି ବିଜେଡ଼ି ।

ସେହିଭଳି କଟକ ଲୋକସଭା ଆସନରୁ ପୁଣି ଭର୍ତ୍ତୃହରି ମହତାବଙ୍କୁ କରିଛି ପ୍ରାର୍ଥୀ । କେନ୍ଦୁଝରରେ ନୂଆ ମୁହଁ ଦିଆଯାଇଛି । ଆଜି ଦଳରେ ଯୋଗଦେଇଥିବା ଚନ୍ଦ୍ରାଣୀ ମୁର୍ମୁଙ୍କୁ ଦଳ କେନ୍ଦୁଝରରୁ ପ୍ରାର୍ଥୀ କରିଛି ।

   Related Posts