Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • T20 World Cup: ଇତିହାସ ରଚିଲେ କର୍ଟିସ କାମ୍ପର, ୪ ବଲ୍‌ରେ ନେଲେ ୪ ଓ୍ଵିକେଟ୍
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

୩୦ ଜିଲ୍ଲା ପାଇଁ ବିଜେଡିର ନୂଆ ପର୍ଯ୍ୟବେକ୍ଷକ, ନିଯୁକ୍ତି ଦେଲେ ପାର୍ଟି ସୁପ୍ରିମୋ

26/06/2021 at 11:30 AM

ଭୁବନେଶ୍ୱର ୨୬।୦୬: ବିଜୁ ଜନତା ଦଳର ନୂଆ ପର୍ଯ୍ୟବେକ୍ଷକ ନିଯୁକ୍ତ । ୩୦ ଜିଲ୍ଲା ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେଡି । ସମସ୍ତ ୩୦ଜିଲ୍ଲା ପାଇଁ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।

ଅନୁଗୁଳ-ପ୍ରଶାନ୍ତ ମୁଦୁଲି, ବାଲେଶ୍ୱର-ପ୍ରତାପ କେଶୋରୀ ଦେବ, ବରଗଡ଼-ସୁଧୀର ସାମଲ, ଭଦ୍ରକ-ପ୍ରଣବ ବଳବନ୍ତାରୟ, ବଲାଙ୍ଗୀର-ସୁଶାନ୍ତ ସିଂହ, ବୌଦ୍ଧ-ସୌଭାଗ୍ୟ ନାୟକ, କଟକ-ଉଷା ଦେବୀ, ଦେବଗଡ଼-ସୁଶାନ୍ତ ସିଂହ, ଢେଙ୍କାନାଳ-ବିଜୟ ନାୟକ, ଗଜପତି-ଅତନୁ ସବ୍ୟସାଚୀ ନାୟକ, ଗଞ୍ଜାମ-ପ୍ରଫୁଲ ମଲ୍ଲିକ, ଜଗତସିଂହପୁର-ସମୀର ରଞ୍ଜନ ଦାସ, ଯାଜପୁର-ଅଶୋକ ପଣ୍ଡା, ଝାରସୁଗୁଡ଼ା-ସୁବାଷ ସିଂହ, କଳାହାଣ୍ଡି-ନବ ଦାସ, କନ୍ଧମାଳ-ପ୍ରତାପ ଜେନା, କେନ୍ଦୁଝର-ପ୍ରଣବ ପ୍ରକାଶ ଦାସ, ଖୋର୍ଦ୍ଧା-ପ୍ରମିଳା ମଲ୍ଲିକ, କୋରାପୁଟ ଓ ମାଲକାନଗିରି- ଚନ୍ଦ୍ରସାରଥୀ ବେହେରା, ମୟୁରଭଞ୍ଜ-ପ୍ରଣବ ପ୍ରକାଶ ଦାସ, ନବରଙ୍ଗପୁର-ତୁଷାରକାନ୍ତି ବେହେରା, ନୟାଗଡ଼-ପଦ୍ନନାଭ ବେହେରା, ନୂଆପଡ଼ା- ଦିବ୍ୟଶଙ୍କର ମିଶ୍ର, ପୁରୀ-ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ରାୟଗଡ଼ା-ଅତନୁ ସବ୍ୟସାଚୀ ନାୟକ, ସମ୍ବଲପୁର-ନଳିନୀକାନ୍ତି ପ୍ରଧାନ, ସୋନପୁର-ପ୍ରଦୀପ ଅମାତ, ସୁନ୍ଦରଗଡ଼-ପ୍ରୀତିରଞ୍ଜନ ଘଡାଇ  

   Related Posts