Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||
  • ଟାଙ୍ଗୀ : ତାରିଣୀ ଦର୍ଶନ ସାରି ଫେରୁଥିଲେ, ଅଧାରାସ୍ତାରେ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜୀବନ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||

ଦରବୃଦ୍ଧି ପ୍ରତିବାଦ, ବିଜେଡି ମହିଳା ଶାଖା ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା

1/11/2021 at 3:52 PM

ପୁରୀ ୧।୧୧: ତୈଳ ଓ ଇନ୍ଧନ ଗ୍ୟାସ୍ ସହ ଅତ୍ୟାବଶ୍ୟକୀୟ ସାମଗ୍ରୀର ଦରବୃଦ୍ଧି ପ୍ରତିବାଦରେ ପୁରୀ ବିଜେଡି ମହିଳା ଶାଖା ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯାଇଛି । ବିଜେଡି ମହିଳା ଶାଖାର ଶତାଧିକ ସଦସ୍ୟ ଧାରଣା ଦେବା ସହ କେନ୍ଦ୍ର ସରକାର ଏଭଳି ବାରମ୍ବାର ଦରବୃଦ୍ଧିରୁ କ୍ଷାନ୍ତ ରହିବାକୁ ନିବେଦନ କରିଛନ୍ତି ।

ଏହି ସମୂହ ପ୍ରତିବାଦ କାର୍ଯ୍ୟକ୍ରମରେ ମହିଳାମାନେ ସାମିଲ ହୋଇ ଆନ୍ଦୋଳନକୁ ତୀବ୍ରତର କରିବା ପାଇଁ ଚେତାବନୀ ଦେଇଛନ୍ତି । ଆବଶ୍ୟକ ହେଲେ ଦିଲ୍ଲୀରେ ଯାଇ ମହିଳାମାନେ ଆନ୍ଦୋଳନ କରିବେ ବୋଲି ନିଜ ପ୍ରତିକ୍ରିୟାରେ କହିଛନ୍ତି। 

   Related Posts