Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲାନି ଆର୍ଯ୍ୟନ ଖାନ୍‌ଙ୍କ ଜାମିନ୍‌ ଆବେଦନର ଶୁଣାଣି, ଆସନ୍ତାକାଲିକୁ ସ୍ଥଗିତ ରଖିଲେ କୋର୍ଟ
  • ||
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ନବୀନ ନିବାସରେ ବିଜେଡିର ବୈଠକ : ସଦସ୍ୟ ସଂଗ୍ରହ ଅଭିଯାନ ପାଇଁ ରଣନୀତି ପ୍ରସ୍ତୁତ

26/08/2019 at 2:49 PM

ଭୁବନେଶ୍ବର ୨୬/୮: ନବୀନ ନିବାସରେ ବିଜେଡିର ବୈଠକ। ଦେବୀ ମିଶ୍ରଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ସେପ୍ଟେମ୍ବର ୨ରୁ ସଦସ୍ୟତା ସଂଗ୍ରହ ଅଭିଯାନ ରଣନୀତି ପାଇଁ ପ୍ରସ୍ତୁତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନର ତତ୍ବାବାଧାନ ଓ ସଂଯୋଜନା ପାଇଁ ଏକ ରାଜ୍ୟ ସ୍ତରୀୟ କମିଟି ଗଠନ କରିଛନ୍ତି । ଏହି କାର୍ଯ୍ୟକ୍ରମ ସେପ୍ଟେମ୍ବର ୨ ତାରିଖଠୁ ଆରମ୍ଭ ହେବ ।

ତେବେ ଏହି କମିଟିରେ ସଦସ୍ୟ ରହିଛନ୍ତି ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, ବିଧାୟିକା  ପ୍ରମିଳା ମଲିକ, ପୂର୍ବତନ ବିଧାୟକ ସଂଞ୍ଜୟ ଦାସବର୍ମା, ବିଧାୟକ ପ୍ରତାପ କେଶରୀ ଦେବ, ବିଧାୟକ ଡ. ପ୍ରଦୀପ ପାଣିଗ୍ରାହୀ, ବିଧାୟକ  ପ୍ରଣବ ପ୍ରକାଶ ଦାସଙ୍କୁ ମନୋନିତ କରାଯାଇଛି । ବିଧାୟକ ଦେବୀ ପ୍ରସାଦ ମିଶ୍ରଙ୍କୁ କମିଟିର ଆବାହକ ଭାବେ ମନୋନିତ କରାଯାଇଛି ।

   Related Posts