Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ବିଜେଡିର ମିଶ୍ରଣ ପର୍ବ : ଯୋଗଦେଲେ ଶତାଧିକ କର୍ମୀ ଓ ନେତା

27/11/2019 at 11:04 AM

ଆଠଗଡ ୨୭।୧୧: ବିଜେଡ଼ି ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ୫-ଟି କାର୍ଯ୍ୟକ୍ରମରେ ଅନୁପ୍ରାଣିତ ହୋଇ ପଞ୍ଚାୟତ ସରପଞ୍ଚଙ୍କ ସହ ଶହ ଶହ କର୍ମୀ ଯୋଗଦେଇଛନ୍ତି ।

ଆଠଗଡ ବ୍ଲକର ରାଧାଗୋବିନ୍ଦପୁର ଗ୍ରାମ ପଞ୍ଚାୟତର ସରପଞ୍ଚ ପୁଷ୍ପଲତା ସାହୁ, ଛଅ ଗାଁ ଗ୍ରାମ ପଞ୍ଚାୟତର ସରପଞ୍ଚ ଲଷ୍ମୀପ୍ରିୟା ଜେନା, ଜେନାପଦା ଗ୍ରାମ ପଞ୍ଚାୟତର ଯୁବ ନେତା ରତି ରଞ୍ଜନ ପଟ୍ଟନାୟକ ଓ ତିଗିରିଆ ବ୍ଲକ୍ ଗଦାଧରପୁର ଗ୍ରାମ ପଞ୍ଚାୟତର ତପନ ସାହୁଙ୍କ ସମେତ ତାଙ୍କର ସମର୍ଥକ ଶହ ଶହ କର୍ମୀ ଆଜି ଆୟୋଜିତ ମିଶ୍ରଣ ପର୍ବରେ ବିଜେଡିରେ ଯୋଗଦେଇଛନ୍ତି ।

ସେମାନଙ୍କୁ ବିଜୁ ଜନତା ଦଳ ତରଫରୁ ଆଠଗଡ଼ ବିଧାୟକ ତଥା ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ସ୍ବାଗତ କରିଥିଲେ।

   Related Posts