Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||
  • କୋରାପୁଟ : ମାଲବାହୀ ଟ୍ରେନ୍‌ ଇଞ୍ଜିନ୍ ଲାଇନ୍‌ଚ୍ୟୁତ, ନୂଆ ଟ୍ରାକ୍‌ରୁ ପୁରୁଣା ଟ୍ରାକ୍‌କୁ ପାସ୍ ବେଳେ ଦୁର୍ଘଟଣା
  • ||
  • ଖଲ୍ଲିକୋଟ : ପାଖେଇ ଆସୁଛି ‘ଜଓ୍ବାଦ’, ଡଙ୍ଗା ଓ ଜାଲ ନଷ୍ଟ ହେବା ଆଶଙ୍କାରେ ମତ୍ସ୍ୟଜୀବୀ
  • ||

ବିଜେଡିର ମିଶ୍ରଣ ପର୍ବ : ସାମିଲ ହେଲେ ଦୁଇ ପଞ୍ଚାୟତର ୪୪ ପରିବାର

9/11/2021 at 12:23 PM

ଚାନ୍ଦବାଲି ୯।୧୧: ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକର ତୋଟାପଡା ଓ ବଜରାପୁର ପଞ୍ଚାୟତରେ ବିଜେଡି ଦଳର ମିଶ୍ରଣ ପର୍ବ । ଏହି ମିଶ୍ରଣ ପର୍ବରେ ଚାନ୍ଦବାଲି ବ୍ଲକର ଦୁଇ ପଞ୍ଚାୟତର ୪୪ ପରିବାର ମୁଖ୍ୟମନ୍ତ୍ରୀଙ୍କ ନୀତି, ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡ଼ି ଦଳରେ ସାମିଲ ହୋଇଛନ୍ତି । ଏହି ଅବସରରେ ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାଏ ସେମାନଙ୍କୁ ଦଳୀୟ ଉତ୍ତରୀୟ ଦେଇ ଦଳକୁ ସ୍ବାଗତ କରିଛନ୍ତି ।

ଏହି ମିଶ୍ରଶ ପର୍ବରେ ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧିତ୍ବରେ ରଂଜନ ସାହୁ, ରାକେଶ ନାୟକ, ନେରଶ ମାଝି ପ୍ରମୁଖ ଉପସ୍ଥିତ ଥିଲେ । 

   Related Posts