Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ନାନ୍ଦୋଳ ପଞ୍ଚାୟତରେ ବିଜେଡିର ମିଶ୍ରଣ ପର୍ବ, ଯୋଗଦେଲେ ବହୁ ବିଜେପି କର୍ମୀ

8/11/2021 at 11:09 AM

ସାଲେପୁର ୮।୧୧: କଟକ ଜିଲ୍ଲା ସାଲେପୁର ବ୍ଲକ୍ ନାନ୍ଦୋଳ ପଞ୍ଚାୟତରେ ବିଜେଡି ପକ୍ଷରୁ କର୍ମୀ ସମାବେଶ ଓ ମିଶ୍ରଣପର୍ବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପଞ୍ଚାୟତ ସଭାପତି ଜ୍ଞାନରଞ୍ଜନ ପଟ୍ଟନାୟକଙ୍କ ସଭାପତିତ୍ବରେ ସ୍ଥାନୀୟ ବିଧାୟକ ପ୍ରଶାନ୍ତ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ପଞ୍ଚାୟତ ସରପଞ୍ଚ ମନସ୍ବିନୀ ସ୍ବାଇଁ, ବ୍ଲକ୍ ଉପାଧ୍ୟକ୍ଷ ରମେଶ ଜେନା, ଦିଲ୍ଲୀପ ଦାସ ପ୍ରମ୍ମୁଖ ଯୋଗଦେଇଥିଲେ ।

ଏହି କର୍ଯ୍ୟକ୍ରମରେ ବହୁ ବିଜେପି କର୍ମୀ ଦଳ ତ୍ୟାଗ କରି ନବୀନ ପଟ୍ଟନାୟକଙ୍କ ସ୍ଵଚ୍ଛ ଶାସନ ଓ ସ୍ଥାନୀୟ ବିଧାୟକଙ୍କ କାର୍ଯ୍ୟଦକ୍ଷତା ନେତୃତ୍ବରେ ଅନୁପ୍ରାଣିତ ହୋଇ ବିଜେଡି ଦଳରେ ଯୋଗଦେଇଥିଲେ । ସ୍ଥାନୀୟ ବିଧାୟକ ସେମାନଙ୍କୁ ସ୍ବାଗତ ଓ ସମ୍ବର୍ଦ୍ଧନା କରିଥିଲେ । ଅତିଥିମାନେ ମଞ୍ଚରେ ନବୀନ ସରକାରଙ୍କ ଗୁଣଗାନ କରିଥିବା ବେଳେ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଥିଲେ ।

   Related Posts