Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗିରଫ
  • ||
  • ମିର୍ଜାପୁରରେ କଂଗ୍ରେସ ନେତା ଦିଗ୍‌ବିଜୟ ସିଂହଙ୍କ ବଡ଼ ବୟାନ, କହିଲେ- ପାକିସ୍ତାନ ଯିବାକୁ ଚାହୁଁଛି
  • ||
  • ରାଜନୀତିରେ ପ୍ରବେଶ କଲେ ସୁପରଷ୍ଟାର୍ ରଜନୀକାନ୍ତ
  • ||
  • ବଢିଲା LPG ସିଲିଣ୍ଡର ଦର ଏବେ ବିନା ସବସିଡି ଉପଭୋକ୍ତାଙ୍କୁ ଦେବାକୁ ପଡିବ ଅଧିକ ୫୦ଟଙ୍କା
  • ||
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||

ଆଜି ନବୀନ ନିବାସରେ ବିଜେଡି ବିଧାୟକଙ୍କ ବୈଠକ, ନୂଆ ବିଧାୟକଙ୍କୁ ମିଳିପାରେ ନୂଆ ଦାୟିତ୍ବ

3/07/2019 at 8:52 AM

ଭୁବନେଶ୍ବର ୩|୭: ବିଧାନସଭା ପ୍ରଥମ ପର୍ଯ୍ୟାୟ ଅଧିବେଶନ ଶେଷ ହେବା ପରେ ଆଜି ବିଧାୟକଙ୍କ ବୈଠକ ଡାକିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ପୂର୍ବାହ୍ନ ୯ଟା ୪୫ମିନିଟ୍ ରେ ନୂଆ ବିଧାୟକମାନେ ନବୀନ ନିବାସରେ ପହଞ୍ଚିବା ପରେ ବୈଠକ ଆରମ୍ଭ ହେବ । ଦଳର ସାଙ୍ଗଠନିକ ସ୍ଥିତି କିପରି ଆହୁରି ସୁଦୃଢ କରାଯାଇପାରିବ ସେନେଇ ବୈଠକରେ ଆଲୋଚନା କରାଯିବ ।

ଏହାସହ ଦଳର ବିଭିନ୍ନ ସଙ୍ଗଠନ ଯେମିତିକି ଯୁବ, ଛାତ୍ର ଓ ମହିଳା ବିଜେଡିର ନେତୃତ୍ବ ପରିବର୍ତ୍ତନ କରାଯିବାର ସମ୍ଭାବନା ରହିଛି । କିଛି ବିଧାୟକଙ୍କୁ ନୂଆ ଦାୟିତ୍ବ ଦେଇପାରନ୍ତି ନବୀନ । ପରେ ପାଟକୁରା ନିର୍ବାଚନ ନେଇ ମଧ୍ୟ ବୈଠକରେ ଆଲୋଚନା କରିପାରନ୍ତି ନବୀନ ।

   Related Posts