Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୪ ରନ୍‌ରେ ଜିତିଲା ପଞ୍ଜାବ
  • ||
  • ରାଜସ୍ଥାନ ରୟାଲ୍ସକୁ ୨୨୨ ରନର ବିଶାଳ ବିଜୟ ଲକ୍ଷ୍ୟ ଦେଲା ପଞ୍ଜାବ କିଙ୍ଗସ୍‌ : କେ.ଏଲ. ରାହୁଲ, ଦୀପକ ହୁଡାଙ୍କ ବିସ୍ଫୋରକ ଅର୍ଦ୍ଧଶତକ
  • ||
  • ମୋଦୀଙ୍କୁ ସୋନିଆଙ୍କ ପତ୍ର: ବୟସ ପରିବର୍ତ୍ତେ ଆବଶ୍ୟକତା ଅନୁସାରେ କରୋନା ଟିକା ଦିଆଯାଉ
  • ||
  • ବାଗ୍‌ଚି ଦମ୍ପତ୍ତିଙ୍କୁ ପ୍ରଶଂସା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବରରେ କ୍ୟାନସର ହସ୍ପିଟାଲ ଏବଂ କେୟାର ସେଣ୍ଟର ପାଇଁ ସୁବ୍ରତୋ-ସୁସ୍ମିତା ଦେବେ ୪୩୦ କୋଟି ଟଙ୍କା
  • ||
  • ହସ୍ପିଟାଲରୁ ଡିସ୍‌ଚାର୍ଜ ହେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ମାର୍ଚ୍ଚ ୩୦ରେ ହୋଇଥିଲା ବାଇପାସ୍‌ ସର୍ଜରୀ
  • ||
  • ପାଟଣା : ଭାରସାମ୍ୟ ହରାଇ ବ୍ରିଜ୍ ଉପରୁ ୨୦ଫୁଟ ତଳକୁ ଖସିଲା ବାଇକ୍, ୨ ଗୁରୁତର
  • ||
  • ନୀଳଗିିରି : ବିଦ୍ୟୁତ ବିଲ୍ ବୃଦ୍ଧି ପ୍ରତିବାଦରେ ସିପିଆଇର ରାସ୍ତାରୋକ
  • ||
  • ଢେଙ୍କାନାଳ : ମାଛ ଧରିବାକୁ ଯାଇ ନଦୀରେ ବୁଡିଗଲେ ମାଛ ଧରାଳି, ଚାଲିଗଲା ଜୀବନ
  • ||
  • ଭୁବନେଶ୍ବର : ଖରା ପାଇଁ ପାନୀୟ ଜଳ ବିଭାଗର ଛୁଟି ବାତିଲ
  • ||
  • ୨ ବିଶ୍ୱବିଦ୍ୟାଳୟରେ ନୂଆ କୁଳପତି, ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
  • ||

ଆଜି ମୁଖ୍ୟ ନିର୍ବାଚନ କମିଶନଙ୍କୁ ଭେଟିବେ ସାସଂଦ ପିନାକି ମିଶ୍ର

5/09/2018 at 3:59 PM

ଆଜି ମୁଖ୍ୟ ନିର୍ବାଚନ କମିଶନଙ୍କୁ ୩ଟା ବେଳେ ଭେଟିବେ ସାସଂଦ ପିନାକି ମିଶ୍ର। ଏକକାଳିନ ନିର୍ବାଚନ ପାଇଁ ରାଜ୍ୟ ପ୍ରସ୍ତୁତ। ଏବଂ ଏଥିରେ ରାଜ୍ୟକୁ ୧୦୦୦କୋଟି ଟଙ୍କା extra ଖର୍ଚ ବି ବଂଚିଯିବ। ୨୦୧୯ ନିର୍ବାଚନକୁ ଯଦି କେନ୍ଦ୍ର ସରକାର ପ୍ରି ପୋନ କରନ୍ତି ଏବଂ ନଭେମ୍ବର, ଡିସେମ୍ବରରେ ରାଜଲ୍ଥାନ ମଧ୍ୟପ୍ରଦେଶ, ଏବଂ ଛତିଶଗଡ ସହ ନିର୍ବାଚନ ହୁଏ ତେବେ ରାଜ୍ୟ ସରକାର ମଧ୍ୟ ଏହି ସମୟରେ ନିର୍ବାଚନ ପାଇଁ ପ୍ରସ୍ତୁତ ଅଛନ୍ତି।

   Related Posts