Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

୨୦ ବର୍ଷ ପରେ ରାଜ୍ୟସଭାରେ ଅଧ୍ୟକ୍ଷତା କଲେ ଓଡିଆ ସାଂସଦ ସସ୍ମିତ ପାତ୍ର

19/09/2020 at 5:58 PM

ନୂଆଦିଲ୍ଲୀ ୧୯।୯: ୨୦ ବର୍ଷ ପରେ ରାଜ୍ୟସଭା ଗୃହ ପରିଚାଳନା କଲେ ଓଡିଆ ସାଂସଦ ସସ୍ମିତ ପାତ୍ର । ରାଜ୍ୟସଭା ଉପସଭାପତି ପ୍ୟାନେଲରେ ତାଙ୍କୁ ରାଜ୍ୟସଭା ଅଧ୍ୟକ୍ଷ ଭେଙ୍କେୟା ନାଇଡୁ ପୂର୍ବରୁ ନିଯୁକ୍ତି ଦେଇଥିଲେ । ମହାମାରୀ ରୋଗ ସଂଶୋଧନ ଅଡିନାନ୍ସ ୨୦୨୦ ବିଲ୍ ଆଲୋଚନା ବେଳେ ରାଜ୍ୟସଭା ବିଜେଡି ସାଂସଦ ଗୃହ ପରିଚାଳନା କରିଥିଲେ ।

ରାଜ୍ୟସଭାର ଅନେକ ସାଂସଦ ତାଙ୍କର ସୁଗୃହ ପରିଚାଳନା ପାଇଁ ଶୁଭେଚ୍ଛା ଜଣାଇଛନ୍ତି । ସାଂସଦ ସସ୍ମିତ ପାତ୍ର ଏହି ସଫଳତାର ଶ୍ରେୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୪ କୋଟି ଓଡିଶାବାସୀଙ୍କୁ ଦେଇଛନ୍ତି ।

   Related Posts