Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଏସଏଫର ବଡ କାର୍ଯ୍ୟାନୁଷ୍ଠାନ, ବାଂଲାଦେଶ ସୀମାରେ ୮୨ ନକଲି ଡ୍ରାଇଭିଂ ଲାଇସେନ୍ସ ଜବତ
  • ||
  • ୟୁପି ସମର: ଅଖିଳେଶଙ୍କ ପାଇଁ ପ୍ରଚାର କରିବେ ମମତା, ଫେବୃଆରୀ ୮ରେ ଲକ୍ଷ୍ନୌରେ ଭର୍ଚୁଆଲ ରାଲି
  • ||
  • ଆସନ୍ତାକାଲି ପ୍ରଥମ ଦିନିକିଆ: କିଏ କରିବ ଓପନିଂ ? ଖୁଲାସା କଲେ ରାହୁଲ, ୫ ବର୍ଷ ପରେ ଦିନିକିଆକୁ ପ୍ରତ୍ୟାବର୍ତ୍ତନ କରିବେ ଏହି ଖେଳାଳି
  • ||
  • କାରିଗରଙ୍କଠୁ ଲାଞ୍ଚ ନେବା ମହଙ୍ଗା ପଡିଲା, ଭିଜିଲାନ୍ସ ଦ୍ଵାରା ବନ୍ଧା ହେଲେ ହସ୍ତଶିଳ୍ପ ନିଗମର ସହ-ନିର୍ଦ୍ଦେଶକ ଓ କ୍ରାପ୍ଟମ୍ୟାନ୍
  • ||
  • କଲେଜ୍ରେ ନିର୍ବାଚନୀ ସଭା ନେଇ କଠୋର ହେଲେ ଏସଇସି: ଏସଡିପିଓ ଏବଂ ପ୍ରିନ୍ସିପାଲଙ୍କୁ ନିଲମ୍ବନ କରିବାକୁ ଦେଲେ ନିର୍ଦ୍ଦେଶ
  • ||
  • IPL 2022: କେଏଲ ରାହୁଲଙ୍କ ସହ ଏହି ଦୁଇ ଖେଳାଳିଙ୍କୁ ନିଜ ଦଳରେ ସାମିଲ୍ କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି
  • ||
  • ମଙ୍ଗଳବାର ପୃଥିବୀର ନିକଟତର ହେବ ବିରାଟ ଗ୍ରହାଣୁ : ମାଡ ହେଲେ ଘଟାଇବ ବିନାଶ !
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୧୦ ମୃତ
  • ||
  • ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୦୮୬ କୋଭିଡ୍ ପଜିଟିଭ୍, ୧୧୫୫୪୮୭ରେ ପହଞ୍ଚିଲା ସଂଖ୍ୟା
  • ||

ବିଜେଡିର ନୂଆ ମିଡିଆ ଟିମ୍ ଘୋଷଣା, ଜାଣନ୍ତୁ ତାଲିକାରେ ଅଛନ୍ତି କେଉଁ ନେତା…

4/09/2019 at 2:02 PM

ଭୁବନେଶ୍ବର ୪|୮: ବିଜୁ ଜନତା ଦଳର ନୂତନ ଗଣମାଧ୍ୟମ ଟିମ୍ ଗଠନ ହୋଇଛି । ନୂଆ ତାଲିକା ପ୍ରକାଶ କରିଛି ବିଜେଡି । ଗଣମାଧ୍ୟମ ସାମ୍ନାରେ ଉତ୍ତର ରଖିବା ପାଇଁ ନୂଆ ନେତାଙ୍କୁ ଦାୟିତ୍ବ ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।

ମିଡିଆ କୋର୍ଡିନେଟର ଭାବେ ଡକ୍ଟର ସମ୍ବିତ ମହାପାତ୍ରଙ୍କୁ ନିଯୁକ୍ତି ଦିଆଯାଇଛି । ସେହିପରି ସାଂସଦ ପୀନାକି ମିଶ୍ର, ସାଂସଦ ଅନୁଭବ ମହାନ୍ତି, ସାଂସଦ ଅମର ପଟ୍ଟନାୟକ, ସାଂସଦ ସସ୍ମିତ ପାତ୍ର ଓ ସତ୍ୟନାରାୟଣ ସାହୁଙ୍କୁ ଜାତୀୟସ୍ତରର ମୁଖପାତ୍ର ଭାବେ ନିଯୁକ୍ତି ଦିଆଯାଇଛି ।

ସେହିପରି ବିଧାୟକ ପ୍ରତାପ କେଶରୀ ଦେବ, ବିଧାୟକ ଦେବୀ ପ୍ରସାଦ ମିଶ୍ର, ସାଂସଦ ପ୍ରଶାନ୍ତ ନନ୍ଦ, ସାଂସଦ ରମେଶ ଚନ୍ଦ୍ର ମାଝୀ, ବିଧାୟକ ବ୍ୟୋମୋକେଶ ରାୟ, ସୁବାସ ଚୌହାନ, ସୁବାସ ସିଂ, ଆକାଶ ଦାସନାୟକ, ଅନୁଭବ ପଟ୍ଟନାୟକ, ଲେନିନ ମହାନ୍ତି, ସୁଲତା ଦେଓ, ଲୋପାମୁଦ୍ରା ବକ୍ସିପାତ୍ର, ଶ୍ରୀମୟୀ ଶ୍ବେତା ସ୍ନିଗ୍ଧାମିଶ୍ର, ଭରଦ୍ବାଜ ମିଶ୍ର ମୁଖପାତ୍ର ଭାବେ ନିଯୁକ୍ତି ଦିଆଯାଇଛି ।

ସେହିପରି ମିହିର ମହାନ୍ତି, ସନ୍ତୋଷ ଲେଙ୍କା, ବିଶ୍ବଜିତ ମହାନ୍ତି, ସଞ୍ଜୟ ସାହୁ, ହରିଶ ଚୌଧୁରୀ, ତପନ ଦାସ, ଦୁର୍ଗା ସାମନ୍ତରାୟ, ପ୍ରିୟବ୍ରତ ମାଝୀ, ଚକ୍ରଧର ଦାସ, ଓମ୍ ପ୍ରକାଶ ସାହୁଙ୍କୁ ପ୍ୟାନେଲିଷ୍ଟ ଭାବେ ନିଯୁକ୍ତି ଦିଆଯାଇଛି ।

   Related Posts