Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲାନି ଆର୍ଯ୍ୟନ ଖାନ୍‌ଙ୍କ ଜାମିନ୍‌ ଆବେଦନର ଶୁଣାଣି, ଆସନ୍ତାକାଲିକୁ ସ୍ଥଗିତ ରଖିଲେ କୋର୍ଟ
  • ||
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

କୃଷି ବିଲକୁ ବିଜେଡ଼ିର ବିରୋଧ: ୨ ବିଲ୍‌କୁ ସିଲେକ୍ଟ କମିଟିକୁ ପଠାଇବାକୁ ଦାବି

20/09/2020 at 1:40 PM

ଭୁବନେଶ୍ବର୨୦/୯: ରାଜ୍ୟସଭାରେ କୃଷି ବିଲକୁ ବିଜେଡ଼ିର ବିରୋଧ। ଦୁଇଟି ବିଲକୁ ସିଲେକ୍ଟ କମିଟିକୁ ପଠାଇବା ପାଇଁ ବିଜେଡ଼ି ଦାବି କରିଛି । କୃଷି ବିଲ୍ ଉପରେ ତର୍ଜମା କରିବା ପାଇଁ ଦାବି କରାଯାଇଛି । ଆଲୋଚନାରେ ଭାଗ ନେଇ ବିରୋଧ କରିଛନ୍ତି ସାଂସଦ ଅମର ପଟ୍ଟନାୟକ। ବିଲରେ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ପାଇଁ ସୁରକ୍ଷା ବ୍ୟବସ୍ଥା ନାହିଁ ବୋଲି ଅମର କହିଛନ୍ତି ।

ଦେଶର କୃଷି କ୍ଷେତ୍ରରେ ପରିବର୍ତ୍ତନ ଏବଂ କୃଷକମାନଙ୍କ ରୋଜଗାର ବୃଦ୍ଧି ଉଦ୍ଦେଶ୍ୟରେ ଲୋକସଭା ପରେ ଆଜି ରାଜ୍ୟସଭାରେ ୩ଟିଅଲଗା ଅଲଗା କୃଷି‌ ବିଲ୍‌ ଉପସ୍ଥାପନ କରାଯାଇଛି । ଲୋକସଭ‌ାରେ କୃଷି‌ ବିଲ୍‌ ପାସ୍ ହୋଇ ସାରିଥିବା ବେଳେ ଆଜି ରାଜ୍ୟସଭାରେ ଏହି ୩ଟି ବିଲକୁ ଉପସ୍ଥାପନ କରାଯାଇଛି। ଏହି ବିଲ୍ ଗତ ଜୁନ୍ ୫ ତାରିଖ ଦିନ ଜାରି ଅଧ୍ୟାଦେଶକୁ ବିଧିବଦ୍ଧ ଆଇନରେ ପରିଣତ କରିବ ।

   Related Posts