Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟନା : ମେ’ ୨୫ ଯାଏଁ ରାଜ୍ୟରେ ବଢିଲା ଲକ୍‌ଡାଉନ୍, ବିହାର ମୁଖ୍ୟମନ୍ତ୍ରୀ କଲେ ଘୋଷଣା
  • ||
  • ମୁମ୍ବାଇ : ଟିଭି ଅଭିନେତା ରାଜୀବ ପାଲ୍ କରୋନା ସଂକ୍ରମିତ, ହସ୍ପିଟାଲରେ ଭର୍ତ୍ତି
  • ||
  • ନୂଆଦିଲ୍ଲୀ : ବାଜା, ବାଣ, ବରଯାତ୍ରୀ ବିନା ବାହାଘର, ବାଇକ୍‌ରେ କନ୍ୟାକୁ ସାଙ୍ଗରେ ନେଇ ଘରକୁ ଫେରିଲେ ବର
  • ||
  • ଭଦ୍ରକ : ଷଣ୍ଢ ବୋଝେଇ ପିକଅପ୍ ଭ୍ୟାନ୍ ଅଟକ ରଖିଲେ ଗ୍ରାମବାସୀ, ଗୋଟିଏ ଷଣ୍ଢ ମୃତ, ୨ଟି ଉଦ୍ଧାର
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦୬୪୯ ପଜିଟିଭ୍
  • ||
  • ମାଡି ଆସୁଛି ବାତ୍ୟା ‘ତଉକ୍ତେ’, ଓଡିଶା ଉପରେ କଣ ରହିବ ପ୍ରଭାବ
  • ||
  • ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ୧୨ ବିରୋଧି ଦଳ, ମାଗଣା ଟିକା ସହ ବେରୋଜଗାରୀଙ୍କୁ ଭତ୍ତା ଦେବାକୁ ରଖିଲେ ଦାବି
  • ||
  • ପଶ୍ଚିମ ଓଡିଶାରେ କରୋନା ପରିଚାଳନା ଦାୟିତ୍ୱ ନେବ ଡବ୍ଲ୍ୟୁଓଡିସି, ୧୦ ଜିଲ୍ଲାକୁ ଦେଲା ୨୫ କୋଟି ଟଙ୍କା
  • ||
  • ଅମାନିଆଙ୍କୁ ସାବାଡ୍ କରିବାକୁ ଯାଇଥିଲେ, ତହସିଲଦାରଙ୍କୁ ବାଟୁଳି ମାଡ କଲେ ଲୋକେ
  • ||
  • କବର ଦେବାକୁ ଘରେ ନଥିଲେ କେହି ପୁରୁଷ, ପିପିଇ କିଟ୍ ପିନ୍ଧି ମୁସଲିମ୍ ବୃଦ୍ଧଙ୍କ ଶେଷକୃତ୍ୟ ସମ୍ପନ୍ନ କଲେ ବିଡିଓ
  • ||

ଉଜ୍ଜ୍ଵଳା ଏକ ବିଫଳ ଯୋଜନା : ବିଜେଡି

4/08/2018 at 12:25 PM

କେନ୍ଦ୍ର ସରକାରଙ୍କ ଉଜ୍ଜ୍ଵଳା ଯୋଜନାକୁ ସମାଲୋଚନା କରିଛି ବିଜେଡି | ଦଳର ମୁଖପାତ୍ର ତଥା ସାଂସଦ ପ୍ରତାପ ଦେବ କହିଛନ୍ତି ଯେ, ଏହି ଯୋଜନା ଏକ ବିଫଳ ଯୋଜନା | ଉଜ୍ଜ୍ଵଳା ଯୋଜନାରେ ସଂଯୋଗ ନେଇଥିବା ହିତାଧିକାରୀ ମାନଙ୍କ ମଧ୍ୟରୁ ୩୦ ପ୍ରତିଶତ ଦ୍ବିତୀୟ ଥର ଆଉ ଗ୍ୟାସ ରିଫିଲିଙ୍ଗ କରୁନାହାନ୍ତି | କାହିଁକି ଏମିତି ହେଉଛି ସେ ନେଇ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ପଷ୍ଟୀକରଣ ରଖନ୍ତୁ ବୋଲି ପ୍ରତାପ ଦେବ କହିଛନ୍ତି | ପ୍ରଧାନମନ୍ତ୍ରୀ ଉଜ୍ଜ୍ଵଳା ଯୋଜନାରେ ସଂଯୋଗ ୫ କୋଟି ଛୁଇଁଛି ବୋଲି ବିଭାଗ ପକ୍ଷରୁ ଘୋଷଣା କରାଯିବା ପରିପ୍ରେକ୍ଷୀରେ ଶ୍ରୀ ଦେବ ଏହା କହିଛନ୍ତି | ସୂଚନାଯୋଗ୍ୟ ଯେ, ୨୦୧୬ ମସିହା ମେ ୧ ତାରିଖରେ ଉଜ୍ଜ୍ଵଳା ଯୋଜନାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆରମ୍ଭ କରିଥିଲେ | ଦେଶର ୫ କୋଟି ମହିଳାଙ୍କୁ ସ୍ବଚ୍ଛ ଇନ୍ଧନ ଯୋଗାଇବା ଏହି ଯୋଜନାର ଲକ୍ଷ୍ୟ ଥିଲା | ମାତ୍ର ୨ ବର୍ଷ ମଧ୍ୟରେ ଏହି ଲକ୍ଷ୍ୟ ହାସଲ ହୋଇପାରିବା ବିଭାଗ ପକ୍ଷରୁ କୁହାଯାଉଛି |

   Related Posts