Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ଶ୍ରୀ ଜଗନ୍ନାଥ ସଂସ୍କୃତିକୁ ଅସମ୍ମାନର ପ୍ରତିବାଦ, ମାଷ୍ଟରକ୍ୟାଣ୍ଟିନ ଛକରେ ବିଜୁ ଛାତ୍ର ଜନତା ଦଳର ବିକ୍ଷୋଭ

6/11/2021 at 1:13 PM

ଭୁବନେଶ୍ବର ୬।୧୧: ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନାଁକୁ ବିଜେପି ପକ୍ଷରୁ ଭୁଲ୍ ଭାବେ ଲେଖିବାକୁ ବିରୋଧ କରିଛି ବିଜେଡି।  ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ଏଥିପାଇଁ ଦାୟୀ ବୋଲି ଦଳ ଅଭିଯୋଗ ଆଣିଛି । ଏହାକୁ ବିରୋଧ କରି ଶନିବାର ଭୁବନେଶ୍ବର ମାଷ୍ଟରକ୍ୟାଣ୍ଟିନ ଛକରେ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ।

ଏହାସହ ସମ୍ବିତ ପାତ୍ରଙ୍କ କୁଶପୁତ୍ତଳିକା ଦାହ କରାଯାଇଛି ।  ଓଡ଼ିଆମାନଙ୍କ ଭାବାବେଗକୁ ସେ କୁଠାର ଘାତ କରିଛନ୍ତି ।  ଓଡିଶାକୁ ପର୍ଯ୍ୟଟକ ଭାବେ ଆସି ରାଜନୀତି ବନ୍ଦ କରନ୍ତୁ ସମ୍ବିତ ପାତ୍ର ।  ତୁରନ୍ତ ଏଥିଲାଗି କ୍ଷମା ମଗାନ୍ତୁ । ନଚେତ ତାଙ୍କୁ ଓଡ଼ିଶାରେ ପୁରେଇ ଦିଆଯିବ ନାହିଁ ବୋଲି ବିଜୁ ଛାତ୍ର ଜନତା ଦଳ ଚେତାବନୀ ଦେଇଛନ୍ତି ।

   Related Posts