Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଦ୍ମ ସମ୍ମାନ ଘୋଷଣା: ୩ଟି ବର୍ଗରେ ମୋଟ ୧୧୯ ଜଣ ପାଇବେ ସମ୍ମାନ
  • ||
  • ବଜେଟ୍‌ ଡେ’ରେ ପାର୍ଲାମେଣ୍ଟ ଚଲୋ: ଆନ୍ଦୋଳନକାରୀ କୃଷକ ଦେଲେ ଡାକରା
  • ||
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||

ସାଲେପୁର: ୭ ନଂ ଜୋନ୍ ଜିଲ୍ଲା ପରିଷଦ ଉପ ନିର୍ବାଚନରେ ବିଜେଡିର ବିଜୟ

23/12/2020 at 10:54 PM

ସାଲେପୁର୨୪/୧୨: କଟକ ଜିଲ୍ଲା ଅନ୍ତର୍ଗତ କଟକ ସଦର ବ୍ଲକ ଅଧୀନ ୭ ନମ୍ବର ଜୋନ ଜିଲ୍ଲା ପରିଷଦ ଉପ ନିର୍ବାଚନ ଗତ ୨୨ ତାରିଖ ଦିନ ଅନୁଷ୍ଠିତ ହୋଇଥିଲା। ଏହି ନିର୍ବାଚନରେ କଂଗ୍ରେସ, ବିଜେପି, ବିଜେଡି, ସ୍ଵାଧୀନ, ପ୍ରାଥି ମୋଟ ଚାରି ଜଣ ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରୁଥିଲେ। ବିଜେପିର ନାରାୟଣ ମଲିକ ବିଜେଡିର ବିଳାସ ମଲିକଙ୍କ ମଧ୍ୟରେ ମୁକାବିଲା ହୋଇଥିଲା। ବିଜେଡିର ବିଳାସ ମଲିକ ୧୩,୪୨୫ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେପିର ନାରାୟଣ ମଲିକ ୪’୨୦୪ ଖଣ୍ଡ ଭୋଟ ପାଇଛନ୍ତି। ବିଜେଡିର ବିଳାସ ମଲିକ ବିଜେପି ପ୍ରାଥିଙ୍କ ଠାରୁ ୯,୨୨୧ ଖଣ୍ଡ ଭୋଟରେ ବିଜୟ ଲାଭ କରିଛନ୍ତି।

   Related Posts