Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚଣ୍ଡିଖୋଲ : ଅଜଣା ଗାଡି ଧକ୍କାରେ ହୋମ୍‌ଗାର୍ଡଙ୍କ ମୃତ୍ୟୁ
  • ||
  • କଳାହାଣ୍ଡି : ଏକତରଫା ପ୍ରେମରୁ ଗଲା ଜୀବନ, ଯୁବତୀଙ୍କ ଗଳା କାଟିଦେଲା ପ୍ରେମିକ, ଆକ୍ରମଣରେ ଯୁବତୀଙ୍କ ମା’ ମୃତ
  • ||
  • ଢେଙ୍କାନାଳ : ୩ଦିନ ହେଲା ଜଳୁଛି ଜଙ୍ଗଲ, ଲକ୍ଷ ଲକ୍ଷ ଗଛ ପୋଡି ପାଉଁଶ, ଭୟରେ ଜଙ୍ଗଲ ଛାଡି ପଳାଉଛନ୍ତି ବନ୍ୟଜନ୍ତୁ
  • ||
  • ଢେଙ୍କାନାଳ : କପିଳାଶ, ସପ୍ତଶଯ୍ୟା ଓ ମହିମା ଗାଦି ସମେତ ୬ଟି ପର୍ଯ୍ୟଟନସ୍ଥଳୀର ହେବ ସଂଯୋଗୀକରଣ
  • ||
  • ସ୍ୱିଜରଲାଣ୍ଡରେ ସର୍ବସାଧାରଣ ସ୍ଥାନରେ ବୁର୍ଖା ପିନ୍ଧିବା ମନା ! ମତଦାନ ଦ୍ୱାରା ନିଆଗଲା ନିଷ୍ପତ୍ତି
  • ||
  • ରାଫେଲ୍ ତିଆରି କରିଥିବା କମ୍ପାନୀର ମାଲିକ ମୃତ, ହେଲିକପ୍ଟର ଦୁର୍ଘଟଣାରେ ହାରିଲେ ଜୀବନ
  • ||
  • ଆଜିଠୁ ବଢିବ ତାତି, ଆଭ୍ୟନ୍ତରୀଣ ଓଡିଶାରେ ଅନୁଭୂତ ହେବ ଅସହ୍ୟ ଗରମ
  • ||
  • ଟିକା ନେବା ପରେ କୋଭିଡ୍ ପଜିଟିଭ୍ ହେଲେ ଭିଜିଲାନ୍ସ ଏସପି
  • ||

ବିଜେପି- ବିଜେଡ଼ି କର୍ମୀ ମୁହାଁମୁହିଁ : ୩ପ୍ଲାଟୁନ୍ ପୋଲିସ୍ ଫୋର୍ସ ମୁତୟନ

4/11/2019 at 11:49 AM

ପାରାଦୀପ ୪/୧୧: ବିଜେପି-ବିଜେଡ଼ି କର୍ମୀ ମୁହାଁମୁହିଁ ହୋଇଛନ୍ତି। ପାରାଦୀପ ପୌରପରିଷଦ କାର୍ଯ୍ୟାଳୟ ସମ୍ମୁଖରେ ବିଜେପି ବିଜେଡ଼ି ମୁହାଁମୁହିଁ ହୋଇଛନ୍ତି।

ଦୀର୍ଘ ଚାରିଦିନ ଧରି ବାଲିଯାତ୍ରା ଟେଣ୍ଡର ଦୁର୍ନୀତି ପ୍ରକ୍ରିୟା ରେ ଚଞ୍ଚକତା ନେଇ ଗଣଧାରଣାରେ ବସିଥିଲେ ପାରାଦୀପ ନଗର ବିଜେପି। ସେହି ସ୍ଥାନରେ ବିଜେଡି ପକ୍ଷରୁ ମହାପ୍ରଗତି ସମାବେଶ କରାଯାଇଥିଲା। ଘଟଣାସ୍ଥଳରେ ୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି।

   Related Posts