Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ହାତ ଟେକିଦେଲେ ବାଚସ୍ପତି, କହିଲେ- ଯଦି ସବୁ ସଦସ୍ୟ ଗୃହ ଚଲାଇବାକୁ ପ୍ରସ୍ତୁତ ନୁହଁନ୍ତି, ତେବେ ମୁଁ କ’ଣ କରିବି ?
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ପ୍ରସଙ୍ଗ : ଆସନ୍ତା ୧୦ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ଭୁବନେଶ୍ବର : ରିପୋର୍ଟ ଆସିବା ପରେ ନିୟମ ଅନୁସାରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ : ମନ୍ତ୍ରୀ ସୁଦାମ ମାରାଣ୍ଡି
  • ||
  • ଭୁବନେଶ୍ବର : ବିଡିଏ ଫେରାଇବ ସର୍ବକ୍ଷମା ଯୋଜନାର ଅଧିକ ଫାଇନ୍, ଆବେଦନର ଶେଷ ତାରିଖ ୧୦ ଡିସେମ୍ବର
  • ||
  • ଖୋର୍ଦ୍ଧା : ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ, ବିଲ୍ କରାଇ ଦେବାକୁ ଠିକାଦାରଙ୍କଠୁ ନେଉଥିଲେ ୧୦ ହଜାର
  • ||
  • ଟିଟିଲାଗଡ : ପୁରୀ-ଅଜମେର ଟ୍ରେନ୍‌ରେ ନିଆଁ, ଟ୍ରାକ୍‌ରେ ବ୍ରେକ୍ ଘସି ହୋଇ ଧୂଆଁ ବାହାରୁଥିଲା
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • କଳାହାଣ୍ଡି : ଇଚ୍ଛା ମୃତ୍ୟୁ ଆବେଦନକାରୀଙ୍କୁ ସାହା ହେଲା BSKY, ଯୋଜନାରେ ଆରମ୍ଭ ହେଲା ଚିକିତ୍ସା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||

ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ

26/10/2021 at 7:32 AM

ସମ୍ବଲପୁର, ୨୬|୧୦:  ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ। ମମିତା ମେହେର ହତ୍ୟା ମାମଲାରେ ଦୋଷୀଙ୍କୁ କଠୋର ଦଣ୍ଡ ସହ ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ବନ୍ଦ ଡାକରା ଦେଇଛି ବିଜେପି ।

ସକାଳ ୬ଟାରୁ ସଂଧ୍ୟା ୬ଟା ଯାଏଁ ଏହି ବନ୍ଦ ପାଳନ କରାଯିବ । ସକାଳୁ ସକାଳୁ ଦୋକାନ ବଜାର ବନ୍ଦ ରହିଥିବା ସହ ଗାଡି ଚଳାଚଳ ମଧ୍ୟ ବନ୍ଦ ରହିଛି। ସେହିପରି ସରକାରୀ କାର୍ଯ୍ୟାଳୟ ଓ ବେସରକାରୀ କାର୍ଯ୍ୟାଳୟକୁ ବନ୍ଦ କରିବା ପାଇଁ ପିକେଟିଂ କରାଯାଉଛି ।

ସେପଟେ ମମିତା ମେହେର ହତ୍ୟାର ନିରପେକ୍ଷ ତଦନ୍ତ ଏବଂ ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ମଙ୍ଗଳବାର ଡିଜିପି ଅଫିସ ଘେରାଉ କରିବ ଯୁବ କଂଗ୍ରେସ। କଟକ ସମାଜ ଅଫିସ ନିକଟସ୍ଥ ଗୋପବନ୍ଧୁ ଛକରୁ ରାଜ୍ୟ ଯୁବ କଂଗ୍ରେସର ଏକ ବିଶାଳ ଶୋଭାଯାତ୍ରା ବାହାରି ଡିଜିପି କାର୍ଯ୍ୟାଳୟ ଘେରାଉ କରିବ ।

   Related Posts