Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

୬ ଘଣ୍ଟିଆ ଝାରସୁଗୁଡା ବନ୍ଦ ଡାକରା ଦେଲା ବିଜେପି, ମମିତା ମେହେର ହତ୍ୟା ଘଟଣାରେ ଦୋଷୀ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

5/11/2021 at 5:21 PM

ଝାରସୁଗୁଡା ୫।୧୧: ଶନିବାର ଝାରସୁଗୁଡା ବନ୍ଦ ଡାକରା । ୬ ଘଣ୍ଟିଆ ଝାରସୁଗୁଡା ବନ୍ଦ ଡାକରା ଦେଇଛି ବିଜେପି । କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ୍ ସ୍ଥିତ ସନସାଇନ୍ ପବ୍ଲିକ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର ଓ ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ବିଜେପି ପକ୍ଷରୁ ବନ୍ଦ ଡାକରା ଦେଇଛି ।

   Related Posts