Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରିଟେନ୍‌ ପରେ ଆଉ ଗୋଟିଏ ଦେଶ କଲା ବଡ଼ ଘୋଷଣା, ଆସନ୍ତା ସପ୍ତାହରୁ ଆରମ୍ଭ ହେବ ଟିକାକରଣ
  • ||
  • କମୁଛି ସଂକ୍ରମଣ, ଲୋକଙ୍କ ମନରୁ ଦୂର ହେଉଛି କରୋନା ଭୟ, ଆଉ ୬୬୦ ସଂକ୍ରମିତ ହେଲେ ଆରୋଗ୍ୟ
  • ||
  • ସମ୍ମାନ ରଖିଲା ଭାରତ, ଶେଷ ଦିନିକିଆରେ କଙ୍ଗାରକୁ ୧୩ ରନରେ ଦେଲା ମାତ୍, ୨-୧ରେ ସିରିଜ୍ ଜିତିଲା ଅଷ୍ଟ୍ରେଲିଆ
  • ||
  • ମାଲକାନଗିରି : ଶବ ସତ୍କାର ପାଇଁ ଗାଁ ମଶାଣୀରେ ମିଳୁନି ଜାଗା, ୨୪ ଘଣ୍ଟା ହେଲା ଗାଁ ଦାଣ୍ଡରେ ପଡିଛି ମୃତଦେହ
  • ||
  • ଜୟପୁର : ଆତ୍ମସମର୍ପଣ କଲେ ମହିଳା ମାଓବାଦୀ, ହାର୍ଡକୋର ମାଓବାଦୀ ରାମକ୍ରିଷ୍ଣାର ଥିଲା ଅଙ୍ଗରକ୍ଷୀ
  • ||
  • ଭୁବନେଶ୍ବର : ୧୧୨ ଡାଏଲ କରନ୍ତୁ, ମିଳିବ ସବୁ ଜରୁରୀ ସେବା ଓ ସହାୟତା : ନୂଆ ଏକକ ପୋଲିସ ହେଲ୍ପ ଲାଇନ୍ ନମ୍ବର ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • କଟକ : ‘ସ୍କୁଲ ଫି’ ଧାର୍ଯ୍ୟ ପାଇଁ ଆଇନ ନାହିଁ’- ହାଇକୋର୍ଟରେ ଏଭଳି ତଥ୍ୟ ରଖିଲେ ସରକାର
  • ||
  • ୩ ଦିନିଆ ରିମାଣ୍ଡରେ ଯିବେ ଅଭୟକାନ୍ତ ପାଠକ: ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦେଲେ ଅନୁମତି
  • ||
  • ଭୁବନେଶ୍ୱର : କମିଲା କରୋନା ପରୀକ୍ଷା ଦର, ଏଣିକି ୪ଶହ ଟଙ୍କାରେ ହେବ କୋଭିଡ୍ RT-PCR ଟେଷ୍ଟ
  • ||
  • କଳାହାଣ୍ଡି : ଜମିବାଡ଼ି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||

ବିଜେପି ପ୍ରାର୍ଥୀ ଜଗନ୍ନାଥ ପ୍ରଧାନ କାର ଉପରକୁ ବୋମା ମାଡ

22/04/2019 at 8:30 AM

ଭୁବନେଶ୍ୱର ୨୨/୪ : ଭୁବନେଶ୍ୱର ମଧ୍ୟ ବିଜେପି ପ୍ରାର୍ଥୀ ଜଗନ୍ନାଥ ପ୍ରଧାନଙ୍କ ଗାଡି ଉପରକୁ ଗତକାଲି ରାତିରେ ଆକ୍ରମଣ ହୋଇଛି | ବୋମା ମାଡରେ ଜଗନ୍ନାଥଙ୍କ କାର କ୍ଷତିଗ୍ରସ୍ତ ହୋଇଥିବାବେଳେ ସେ ସୁରକ୍ଷିତ ଥିବା ଜଣାପଡିଛି | ଘଟଣା ୮ ନମ୍ବର ଇଲେକ୍ଟ୍ରି ଅଫିସ ନିକଟରେ ଘଟିଥିଲା | ଜଗନ୍ନାଥଙ୍କୁ କିଏ ଆକ୍ରମଣ କରିଥିଲା ସେ ସମ୍ପର୍କରେ ଏପର୍ଯ୍ୟନ୍ତ କିଛି ସ୍ପଷ୍ଟ ସୂଚନା ମିଳିନାହିଁ | ଆକ୍ରମଣ ଘଟଣାକୁ ନେଇ ବିଜେପି ନିର୍ବାଚନ କମିଶନଙ୍କ ନିକଟରେ ଫେରାଦ ହୋଇଛି |

ପୋଲିସ ଘଟଣାର ତଦନ୍ତ କରୁଛି | କିଏ ଏବଂ କେଉଁ ଉଦ୍ଦେଶ୍ୟରେ ଜଗନ୍ନାଥଙ୍କ ଉପରକୁ ବୋମା ମାଡ କରିଥିଲା ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ |

   Related Posts