Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୮୬ ବସ୍ତା ପିଡିଏସ ଚାଉଳ ଜବତ, ଚୋରାରେ ବିକ୍ରି ପାଇଁ ଯାଉଥିବା ବେଳେ ଧରିଲେ ଲୋକେ
  • ||
  • ଭୟ ବଢାଉଛି ମୃତ୍ୟୁସଂଖ୍ୟା : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୩ ଜଣଙ୍କ ଜୀବନ
  • ||
  • କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୦୩୧ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଜାମ୍ମୁ କାଶ୍ମୀର ସପୋରରେ ଏନକାଉଣ୍ଟର: ଲସ୍କର କମାଣ୍ଡର ସମେତ ୩ ଆତଙ୍କୀ ନିହତ
  • ||
  • ଆମେରିକା-ମେକ୍ସିକୋ ସୀମାରେ ହିଂସାକାଣ୍ଡ, ଦୁର୍ବୃତ୍ତଙ୍କ ଆଖିବୁଜା ଗୁଳିମାଡରେ ୧୮ ମୃତ
  • ||
  • ଆଜି ଅନ୍ତର୍ଜାତୀୟ ଯୋଗ ଦିବସ, ଏବର୍ଷର ଥିମ୍ ‘ୟୋଗା ଫର ୱେଲନେସ୍’
  • ||
  • ଆଜିଠୁ କ୍ୟାମ୍ପେନ୍ ମୋଡ୍‌ରେ ଟିକାକରଣ, ରାଜ୍ୟରେ ଦୈନିକ ୩ ଲକ୍ଷ ଭାକସିନେସନ୍ ଟାର୍ଗେଟ୍
  • ||

ବିଜେଡିରେ ମିଶିଲେ ଶତାଧିକ କଂଗ୍ରେସ ଓ ବିଜେପି କର୍ମୀ

31/07/2018 at 9:41 AM

ବିଜେଡିରେ ମିଶିଲେ ଶତାଧିକ କଂଗ୍ରେସ ଓ ବିଜେପି କର୍ମୀ | ଗଜପତି ଜିଲ୍ଲାର ମୋହନା ଓ ପାରଳାଖେମୁଣ୍ଡିର ଶତାଧିକ କଂଗ୍ରେସ ଓ ବିଜେପି କର୍ମୀ ବିଜେଡିରେ ମିଶିଛନ୍ତି | ବାସନ୍ତି ମଲ୍ଲିକଙ୍କ ନେତୃତ୍ବରେ ନବୀନ ନିବାସରେ ଶତାଧିକ କର୍ମୀ ବିଜେଡିରେ ଯୋଗ ଦେଇଛନ୍ତି | ନବୀନ ପଟ୍ଟନାୟକଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଏମାନେ ବିଜେଡିରେ ସାମିଲ ହୋଇଥିବା କହିଛନ୍ତି | ମିଶ୍ରଣ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ – ‘ଏହି ମିଶ୍ରଣ ଯୋଗୁଁ ବିଜେଡି ଆହୁରି ସୁଦୃଢ ହେବ’

   Related Posts