୬ ବିଧାନସଭା ଆସନ ପାଇଁ ବିଜେପିର ପ୍ରାର୍ଥୀ ତାଲିକା : ବାରବାଟୀ କଟକରୁ ପୂର୍ଣ୍ଣଚନ୍ଦ୍ର ମହାପାତ୍ର ପ୍ରାର୍ଥୀ

Published By : Prameya-News7 Bureau | May 02, 2024 IST

ଭୁବନେଶ୍ବର ୨।୫: ଓଡିଶା ପାଇଁ ବିଜେପିର ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି । ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ତେବେ ଦଳ ପକ୍ଷରୁ ପ୍ରକାଶିତ ତାଲିକା ଅନୁଯାୟୀ, ଘଷିପୁରାରୁ ଶମ୍ଭୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ, ବରୀରୁ ଉମେଶ ଜେନା, ବାରବାଟୀ କଟକରୁ ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ବେଗୁନିଆରୁ ପ୍ରକାଶ ରଣବିଜୁଳି ପ୍ରାର୍ଥୀ ହୋଇଛନ୍ତି । 

You Can Read :

ବିଜେଡିର ଶେଷ ପ୍ରାର୍ଥୀ ତାଲିକା ପ୍ରକାଶ, ନୀଳଗିରିରୁ ସୁକାନ୍ତ କୁମାର ନାୟକ

  • odisha
  • OdishaNews
  • Elections 2024
  • Odisha assembly election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.