Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

ପୁରୀରେ ବିଜେପି ପ୍ରତିନିଧି ଦଳ, ବଡଆଖଡା ମଠରେ ମହନ୍ତ ଓ ସାଧୁସନ୍ଥଙ୍କ ସହ ଆଲୋଚନା କଲେ ସମ୍ବିତ ପାତ୍ର

5/09/2019 at 4:01 PM

ପୁରୀ ୫।୯:  ପୁରୀରେ ଚାଲିଥିବା ଉଚ୍ଛେଦ ଅଭିଯାନ ସଂପର୍କରେ ତଥ୍ୟ ସଂଗ୍ରହ କରିବା ପାଇଁ ଆଜି ପୁରୀ ଗସ୍ତ କରିଥିଲେ ବିଜେପିର ଏକ ପ୍ରତିନିଧି ଦଳ। ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ରଙ୍କ ନେତୃତ୍ବରେ ଆସିଥିବା ଏହି ପ୍ରତିନିଧି ଦଳରେ ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ ଓ ଜିଲ୍ଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ଜ୍ୟୋତି ମହାପାତ୍ର ପ୍ରମୁଖ ଭଙ୍ଗାଯାଇଥିବା ମଠ ଓ ମନ୍ଦିର ପରିଦର୍ଶନ କରିଥିଲେ।

ସମ୍ବିତ ପାତ୍ର ଭଙ୍ଗାଯିବାକୁ ଥିବା ବଡ଼ଆଖଡ଼ା ମଠକୁ ଯାଇ ମହନ୍ତ ଓ ସାଧୁସନ୍ଥଙ୍କ ସହ ଆଲୋଚନା କରିଥିଲେ। ତେବେ ମଠ ଉଚ୍ଛେଦ ନେଇ ମଠାଧୀଶ ଓ ସବୁ ପକ୍ଷଙ୍କ ସହ ଆଲୋଚନା କରି ଉଚ୍ଛେଦ କାର୍ଯ୍ୟ କରାଯାଉ ବୋଲି ସେ ମତ ଦେଇଥିଲେ। ସେହିପରି ଥଇଥାନ ବ୍ୟବସ୍ଥା ନେଇ ମଧ୍ୟ ପ୍ରଶାସନ ପଦକ୍ଷେପ ନେବାକୁ ସେ ମତ ଦେଇଥିଲେ।

   Related Posts