Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

ବଂଶଧାରା ନଦୀରେ ନେରେଡି ଜଳ ପ୍ରକଳ୍ପ ନିର୍ମାଣ ପ୍ରସଙ୍ଗ : ସମ୍ଭାବ୍ୟ ବିସ୍ଥାପିତ ଗ୍ରାମବାସୀଙ୍କ ସହ ଆଲୋଚନା କରିବେ ବିଜେପି ପ୍ରତିନିଧି ଦଳ

2/07/2021 at 1:08 PM

ଗଜପତି ୨।୭: ବଂଶଧାରା ନଦୀରେ ନେରେଡି ଜଳ ପ୍ରକଳ୍ପ ନିର୍ମାଣ ଦ୍ଵାରା ସମ୍ଭାବ୍ୟ ବିସ୍ଥାପିତ ହେବାକୁ ଥିବା ଗ୍ରାମବାସୀଙ୍କ ସହ ଆଲୋଚନା ପାଇଁ ପହଞ୍ଚିବେ ବିଜେପିର ପ୍ରତିନିଧି ଦଳ ।

ସେପଟେ ଆନ୍ଧ୍ର ପ୍ରଦେଶ ପକ୍ଷରୁ ଜଳସେଚନ ମନ୍ତ୍ରୀ ଅନୀଲ କୁମାର ଯାଦବ, ଉପ ମୁଖ୍ୟମନ୍ତ୍ରୀ ଧର୍ମ କ୍ରୀଷ୍ଣା ଦାସ, ବାଚସ୍ପତି ଟି ସୀତାରାମ ମଧ୍ୟ ଆନ୍ଧ୍ର ପ୍ରକଳ୍ପ ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି । ଓଡିଶା ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବା ସହ ଅଧିକାରୀ ମାନେ ଉପସ୍ଥିତ ଅଛନ୍ତି ।

   Related Posts