Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୯୪କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୬୦୭ କୋଭିଡ୍ ପଜିଟିଭ୍, ୧୧୬୭୦୯୪ରେ ପହଞ୍ଚିଲା ସଂଖ୍ୟା
  • ||
  • ବୁଧବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ ଦିନକିଆ ସିରିଜ୍
  • ||
  • ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ-୨୦୨୧: ବିଶ୍ୱର ଶ୍ରେଷ୍ଠ ୧୫ ସହରରେ ରାଉରକେଲା, ଟ୍ୱିଟ୍‌ କରି ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
  • ||

ଓଡିଶା ଆସୁଛନ୍ତି ସିନେ ଅଭିନେତା ତଥା ଦିଲ୍ଲୀ ବିଜେପି ସଭାପତି ମନୋଜ ତିୱାରୀ

14/04/2019 at 10:20 AM

ଭୁବନେଶ୍ବର ୧୪|୪: ସିନେ ଅଭିନେତା ତଥା ଦିଲ୍ଲୀ ବିଜେପି ସଭାପତି ମନୋଜ ତିୱାରୀ ଆଜି ଓଡ଼ିଶା ଆସିବେ । ସେ ସକାଳ ପହଞ୍ଚିବା ପରରେ ବ୍ରଜରାଜନଗର ନିର୍ବାଚନମଣ୍ଡଳୀରେ ପହଞ୍ଚି ରୋଡ୍ ସୋ’ ଓ ସାଧାରଣ ସଭାରେ ଯୋଗଦେବେ । ତାପରେ ଅପରାହ୍ନରେ ସେ ସେଠାରୁ ଝାରସୁଗୁଡ଼ା ଯିବେ ସେଠାରେ ହେବାକୁ ଥିବା ରୋଡ୍ ସୋରେ ଭାଗ ନେବାର କାର୍ଯ୍ୟକ୍ରମ ରହିଛି ।

ସେହିପରି ୧୫ ତାରିଖରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓଡ଼ିଶା ଆସିବେ। ସେ ରାଉରକେଲା, ଅନୁଗୁଳ ଓ ଫୁଲବାଣୀରେ ଦଳୀୟ ନିର୍ବାଚନୀ ସଭାରେ ଉଦବୋଧନ ଦେବେ ।

   Related Posts